Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘାନାରେ ଓଡିଆ ଯୁବକ ମୃତ; ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲା ମରଶରୀର
ଆଜିର ଖବର

ଘାନାରେ ଓଡିଆ ଯୁବକ ମୃତ; ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲା ମରଶରୀର

October 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘାନାରେ ଓଡିଆ ଯୁବକ ମୃତ
ଘାନାରେ ଓଡିଆ ଯୁବକ ମୃତ; ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲା ମରଶରୀର

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଘାନାରେ ମୃତ ଓଡିଆ ଯୁବକ ପରମେଶ୍ବର ନାୟକଙ୍କ ମରଶରୀର ଆଜି ତାଙ୍କ ଜନ୍ମମାଟିରେ ପହଞ୍ଚିଛି। ପରମେଶ୍ବରଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଘାନାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଶ୍ରୀ ପଣ୍ଡା ଏକ ପତ୍ର ଲେଖି ନିବେଦନ କରିଥିଲେ ।

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ବଡତଇଲା ଗ୍ରାମର ପୟୋଧର ନାୟକଙ୍କ ପୁଅ ପରମେଶ୍ବର ନାୟକ ଘାନର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ସେଠାରେ ହୃଦଘାତ କାରଣରୁ ତାଙ୍କର ମୃତ୍ୟୁ ହୋଇଥବା କମ୍ପାନୀ କତ୍ତୃପକ୍ଷ ପରିବାର ଲୋକଙ୍କୁ ଜଣାଇଥିଲେ। ପରମେଶ୍ବରଙ୍କ ପତ୍ନୀ ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବା ସହ ବକେୟା ପ୍ରାପ୍ୟ ଯୋଗାଇଦେବାକୁ ନିବେଦନ କରିଛନ୍ତି।

ଆଜି ମରଶରୀର ଜନ୍ମମାଟିକୁ ଫେରିବା ପରେ ପୁରା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା| ସାଂସଦ ଶ୍ରୀ ପଣ୍ଡାଙ୍କ କାର୍ଯ୍ୟାଳୟ ତରଫରୁ ଆଳି ବିଜେପି ବିଧାୟକ ପାର୍ଥୀ କୃଷ୍ଣ ଚନ୍ଦ୍ର ପଣ୍ଡା ବଡତଇଲାରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶୋକଶଂତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଦୂତାବାସର ତ୍ଵରିତ ପଦକ୍ଷେପ ପାଇଁ ଶ୍ରୀ ପଣ୍ଡା ଧନ୍ୟବାଦ ଜଣାଇଛନ୍ତି।

Jio Unveils AI Classroom, Powered by JioPC, Designed by Jio Institute

ଘାନାରେ ଓଡିଆ ଯୁବକ ମୃତ ବିଦେଶରେ ଓଡିଆ ମୃତ ବୈଜୟନ୍ତ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025
Latest News

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025

ଘାନାରେ ଓଡିଆ ଯୁବକ ମୃତ; ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲା ମରଶରୀର

October 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.