Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?
ଆଜିର ଖବର

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ
ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

ଭୁବନେଶ୍ବର: ନୂଆପଡା ଉପନିର୍ବାଚନରେ ବିଜେପିର କିଏ ପ୍ରାର୍ଥୀ ହେବ ସେ ନେଇ ଦଳ ତରଫରୁ ଚାଲିଛି ଅଙ୍କକଷା। କାରଣ ବିଜେପି ସରକାରରେ ଥାଇ ଯଦି ଉପନିର୍ବାଚନ ହାରିଯାଏ ତେବେ କଥା ସରିଲା। ସେଥିପାଇଁ କିଏ ଭଲ ପ୍ରାର୍ଥୀ ହେବ ସେ ନେଇ ବିଜେପିର ବଡବଡ ନେତାଙ୍କ ମୁଣ୍ଡ ବିନ୍ଧା ଆରମ୍ଭ ହୋଇଯାଇଛି।

ବର୍ତ୍ତମାନ କଂଗ୍ରେସ ସେଠାରେ ଜଣେ ଟାଣୁଆ ନେତା ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ସ୍ବର୍ଗତ ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିବ। ତେବେ ବିଜେପି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚିନ୍ତା। ତେବେ କେତେକ ଅସମର୍ଥିତ ସୁତ୍ର ଅନୁସାରେ ଦଳ ପୁଣି ଥରେ କୁଆଡେ ପୂର୍ବତନ ସାଂସଦ ବସନ୍ତ ପଣ୍ଡାଙ୍କ ଉପରେ ଭରସା କରିବ।

ଗତ ନିର୍ବାଚନରେ ବସନ୍ତ ପଣ୍ଡାଙ୍କୁ ପୁଅ ଅଭିନନ୍ଦନ ପଣ୍ଡାଙ୍କୁ ଦଳ ପ୍ରାର୍ଥୀ କରିଥିଲା। ହେଲେ ସେଠାରେ ସେ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଫଳରେ ଦଳ ପୁଣିଥରେ ତାଙ୍କ ଉପରେ ଭରସା କରିପାରୁ ନାହିଁ। ଫଳରେ ଦଳ ପୁଣିଥରେ ବସନ୍ତ ପଣ୍ଡାଙ୍କୁ ରାଜନୈତିକ ରଣକ୍ଷେତ୍ରକୁ ଆଣିବ ବୋଲି ଅନୁମାନ କରାଯାଉଛି।

ତେବେ ଗତ ନିର୍ବାଚନ ବେଳେ ସେ ସକ୍ରିୟ ରାଜନୀତି ଆଉ କରିବେ ନାହିଁ ବୋଲି ଘୋଷଣା କରିଥିଲେ। ଫଳରେ ବସନ୍ତା ପଣ୍ଡା ବର୍ତ୍ତମାନ ପରିସ୍ଥିତିରେ କଣ କରିବେ ସେ ନେଇ ଦ୍ବନ୍ଦ ଦେଖାଦେଇଛି।

SBI General Insurance Launches ‘Health Alpha’ Post-GST Reform

ନୂଆପଡା ଉପନିର୍ବାଚନ ବସନ୍ତ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.