Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ
ଆଜିର ଖବର

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ
ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା କୁକୁଡ଼ାବାହାଳି ପଞ୍ଚାୟତ ଅନ୍ତର୍ଗତ ବଡକସିବାହାଳ ଗ୍ରାମରେ କୁଚିଆ ମଦ ବିକ୍ରିକୁ ବନ୍ଦ କରିବାକୁ ନେଇ ଗ୍ରାମବାସୀ ଏକ ଦାବୀ ପତ୍ର ରେଢ଼ାଖୋଲ ଉପଜିଲ୍ଲାପାଳଙ୍କ ଠାରେ ପ୍ରଦାନ କରିଛନ୍ତି।

ପ୍ରକାଶ ଯେ, ରେଢ଼ାଖୋଲ ଥାନା କୁକୁଡ଼ାବାହାଳୀ ପଞ୍ଚାୟତର ବଡକଶିବାହାଲ ଗ୍ରାମରେ ବେଆଇନ ମଦ ଦୋକାନ ଓ କୁଚିଆ ଭାଟିରେ ଖୋଲା ଖୋଲି ମଦ ବିକ୍ରି ଚାଲୁଥିବାରୁ ସ୍କୁଲକୁ ଆସୁଥିବା ଛୋଟ ଛୋଟ ଛାତ୍ର ଛାତ୍ରୀ ମାନେ ଓ ନିକଟରେ ଥିବା ମନ୍ଦିରକୁ ଆସୁଥିବା ମହିଳା ଭକ୍ତମାନେ ମଦୁଆ ମାନଙ୍କ ଠାରୁ ଖରାପ ଭାଷା ଶୁଣୁ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମରେ ଏହି ମଦ ବନ୍ଦ କରିବାକୁ ଗ୍ରାମବାସୀ ରେଢ଼ାଖୋଲ ଉପଜିଲ୍ଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଆଗାମୀ ଦିନରେ ଗ୍ରାମରେ ଯଦି ମଦ ବନ୍ଦ କରା ନ ଯାଏ ରାସ୍ତାରୋକ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

ଦାବି ପତ୍ର ପ୍ରଦାନ ରେଢାଖୋଲ ଥାନା ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026
Latest News

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.