Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Naveen Returns: ଭୁବନେଶ୍ବର ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ନୂଆପଡା ପାଇଁ କରିବେ ରଣନୀତି
ଆଜିର ଖବର

Naveen Returns: ଭୁବନେଶ୍ବର ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ନୂଆପଡା ପାଇଁ କରିବେ ରଣନୀତି

October 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen Returns
Naveen Returns: ଭୁବନେଶ୍ବର ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ନୂଆପଡା ପାଇଁ କରିବେ ରଣନୀତି

Naveen Returns: ପ୍ରାୟ ଏକ ମାସ ଧରି ଦିଲ୍ଲୀରେ ରହିବା ପରେ ଶୁକ୍ରବାର ଦିନ ଭୁବନେଶ୍ବର ଫେରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତାଙ୍କୁ ବିମାନ ବନ୍ଦରରେ ଦଳୀୟ ନେତାମାନେ ସ୍ବାଗତ କରିଥିଲେ। ଏହାପରେ ନବୀନ ନିବାସରେ ସେ ବିଜେଡି ରାଜନୈତିକ ବ୍ୟାପାର କମିଟ ବୈଠକ କରିଛନ୍ତି। ଏହି ବୈଠକରେ ସେ ନୂଆପଡା ରଣନୀତି ଉପରେ ଆଲୋଚନା କରିଛନ୍ତି। ଏଥିସହିତ ସେ ନେତାମାନଙ୍କୁ ତୃଣମୂଳ ସ୍ତରରେ କାମ କରିବା ପାଇଁ ପରାମର୍ଶ ଦେଇଛନ୍ତି।

ନବୀନ ଗତ ସେପ୍ଟମ୍ବର 7 ତାରିଖରେ ନୂଆଦିଲ୍ଲୀ ଗସ୍ତ କରିଥିଲେ। ସେତେବେଳେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ବିଭିନ୍ନ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ତେବେ ନବୀନ ଦିଲ୍ଲୀରେ କେତେକ ବ୍ୟକ୍ତିଗତ କାମ ସହିତ କିଛି ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ ରଖିଥିଲେ। ବର୍ତ୍ତମାନ ନବୀନ ଭୁବନେଶ୍ବର ଫେରିବା ପରେ ବିଜେଡି ବେଶ ଚଳଚଞ୍ଚଳ ହୋଇ ଉଠିଛି। ଖୁବ ଶିଘ୍ର ନବୀନ ନୂଆପଡା ପ୍ରାର୍ଥୀଙ୍କ ନାମ ଘୋଷଣା କରିବେ ବୋଲି ଜଣାପଡିଛି।

Naveen Returns ନବୀନ ପଟ୍ଟନାୟକ ନୂଆଦିଲ୍ଲୀରୁ ଫେରିଲେ ନବୀନ ଫେରିଲେ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026
Latest News

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.