Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋପୋରରେ ଏନ୍‌କାଉଣ୍ଟର : ଜଣେ ଆତଙ୍କୀ ମୃତ, ଯବାନ ଆହତ
ଆଜିର ଖବର

ସୋପୋରରେ ଏନ୍‌କାଉଣ୍ଟର : ଜଣେ ଆତଙ୍କୀ ମୃତ, ଯବାନ ଆହତ

August 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
army kills terrorist
army kills terrorist

ଜମ୍ମୁ କାଶ୍ମୀରରେ ଶନିବାର ଦିନ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ସଙ୍ଗଠିତ ହୋଇଛି । ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି । ଆତଙ୍କବାଦୀ ମାନେ ଲୁଚି ରହିଥିବା ଖବର ମିଳିବା ପରେ ସେନା, 22 ରାଷ୍ଟ୍ରୀୟ ରାଇଫଲ୍‌ସ, ପୋଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଇଥିଲା । ବାରମୂଳାର ସୋପୋରରେ ସୁରକ୍ଷା ବଳଙ୍କ ଉପରକୁ ଗୁଳି ଚାଳନା କରାଯିବା ପରେ ସୁରକ୍ଷା ବଳଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା । ଗୁଳିଚାଳନାରେ ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି । ଏନ୍‌କାଉଣ୍ଟର ଜାରି ରହିଥିବା ବେଳେ ଆହତ ଯବାନଙ୍କୁ ମିଲିଟାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାମ୍ମୁ କାଶ୍ମୀର ପରେ ଲେହରେ ପହଞ୍ଚିଲେ ସର୍ଜିଓ ଗୋର୍: ଉଚ୍ଚସ୍ତରୀୟ ବୈଠକରେ ହେବେ ସାମିଲ

August 20, 2026

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026
Latest News

ଜାମ୍ମୁ କାଶ୍ମୀର ପରେ ଲେହରେ ପହଞ୍ଚିଲେ ସର୍ଜିଓ ଗୋର୍: ଉଚ୍ଚସ୍ତରୀୟ ବୈଠକରେ ହେବେ ସାମିଲ

August 20, 2026

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026

‘କଂଗ୍ରେସ ଦେଶ ବିରୋଧୀ ନିଷ୍ପତ୍ତି ନେଇଛି’: ‘ବନ୍ଦେ ମାତରମ୍’ ଉପରେ ଅମିତ ଶାହଙ୍କ ବଡ଼ ଆକ୍ରମଣ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.