Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଢେଙ୍କାନାଳ କ୍ୟାମ୍ପସ ପରିଦର୍ଶନ କଲେ IIMCର କୁଳପତି
ଆଜିର ଖବର

ଢେଙ୍କାନାଳ କ୍ୟାମ୍ପସ ପରିଦର୍ଶନ କଲେ IIMCର କୁଳପତି

October 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
IIMC Vice Chancellor visits Dhenkanal campus
IIMC Vice Chancellor visits Dhenkanal campus

ଭୁବନେଶ୍ଵର: ଭାରତୀୟ ଜନ ସଂଚାର ସଂସ୍ଥାନ-IIMCର କୁଳପତି ଡକ୍ଟର ପ୍ରଜ୍ଞା ପରିୱାଲ୍ ଗୌର ଢେଙ୍କାନାଳ କ୍ୟାମ୍ପସ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ନବସୃଜନ, ଷ୍ଟାର୍ଟ-ଅପ୍ ଏବଂ ଉଦ୍ୟୋଗିତାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କ୍ୟାମ୍ପସ ପରିସରରେ ଇନକ୍ୟୁବେସନ୍ ସେଣ୍ଟରର ଉଦଘାଟନ କରିଛନ୍ତି। କୁଳପତି ଡକ୍ଟର ଗୌର କର୍ପୋରେଟ୍ କମ୍ୟୁନିକେସନ୍ ଏବଂ ବ୍ରାଣ୍ଡ ମ୍ୟାନେଜମେଣ୍ଟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ଫଟୋଗ୍ରାଫି ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ବନ ବିଭାଗ ସହ ମିଳିତ ଭାବେ ଆୟୋଜିତ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ।

ଏହି ଇନକ୍ୟୁବେସନ୍ ସେଣ୍ଟରକୁ କାର୍ଯ୍ୟକ୍ଷମ କରିବା ପାଇଁ ସମସ୍ତ ପ୍ରୟାସ କରାଯିବ ବୋଲି ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ଆନନ୍ଦ ପ୍ରଧାନ ସୂଚନା ଦେଇଥିଲେ। ପରେ, ଫଟୋଗ୍ରାଫି ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା।

dhenkanal IIMC Vice Chancellor ଡକ୍ଟର ପ୍ରଜ୍ଞା ପରିୱାଲ୍ ଗୌର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ୍ ରିପୋର୍ଟ

January 14, 2026

ଜୀ ସାର୍ଥକରେ ୫୦୦ ଏପିସୋଡ ଅତିକ୍ରମ କଲା ଲୋକପ୍ରିୟ ଧାରାବାହିକ ‘ତୁମ ବିନା’

January 14, 2026

‘ଇନସ୍ପାଏରିଂ ଇନୋଭେଟର୍ସ’ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ପାଇଁ ନେଟଫ୍ଲିକ୍ସ ସହିତ ଭାରତ ସରକାରଙ୍କ ସହଭାଗିତା

January 14, 2026

ଶ୍ରୀବଳଦେବଜୀଉ ମନ୍ଦିରର ମକର ସଂକ୍ରାନ୍ତି: ଭିନ୍ନ ଏକ ପରଂପରା, ଭିନ୍ନ ରୀତିନିତି

January 14, 2026
Latest News

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ୍ ରିପୋର୍ଟ

January 14, 2026

ଜୀ ସାର୍ଥକରେ ୫୦୦ ଏପିସୋଡ ଅତିକ୍ରମ କଲା ଲୋକପ୍ରିୟ ଧାରାବାହିକ ‘ତୁମ ବିନା’

January 14, 2026

‘ଇନସ୍ପାଏରିଂ ଇନୋଭେଟର୍ସ’ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ପାଇଁ ନେଟଫ୍ଲିକ୍ସ ସହିତ ଭାରତ ସରକାରଙ୍କ ସହଭାଗିତା

January 14, 2026

ଶ୍ରୀବଳଦେବଜୀଉ ମନ୍ଦିରର ମକର ସଂକ୍ରାନ୍ତି: ଭିନ୍ନ ଏକ ପରଂପରା, ଭିନ୍ନ ରୀତିନିତି

January 14, 2026

ଆଜିଠାରୁ ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପିଠାସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.