Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମୁଦ୍ରରେ ବୁଡି ଯାଉଥିବା ଯୁବକଙ୍କୁ ଉଦ୍ଧାର କଲେ ଦୁଇ ଗୃହରକ୍ଷୀ
ଆଜିର ଖବର

ସମୁଦ୍ରରେ ବୁଡି ଯାଉଥିବା ଯୁବକଙ୍କୁ ଉଦ୍ଧାର କଲେ ଦୁଇ ଗୃହରକ୍ଷୀ

October 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମୁଦ୍ରରେ ବୁଡି ଯାଉଥିବା ଯୁବକକୁ ଉଦ୍ଧାର କଲେ ଦୁଇ ଗୃହରକ୍ଷୀ
ସମୁଦ୍ରରେ ବୁଡି ଯାଉଥିବା ଯୁବକକୁ ଉଦ୍ଧାର କଲେ ଦୁଇ ଗୃହରକ୍ଷୀ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ସମୁଦ୍ର କୁଳରେ ଗାଧୋଇବା ବେଳେ ଅସାବଧାନତା ବଶତଃ ଗଭୀର ସମୁଦ୍ର ଭିତରକୁ ଚାଲି ଯାଇଥିଲେ ଜଣେ ଯୁବକ। ଯୁବକ ଜଣକ ଖୋର୍ଦ୍ଧା ମୁକୁନ୍ଦ ସାହିର ସତ୍ୟ ସାମନ୍ତରାୟ ବୋଲି ଜଣାପଡିଛି। ଏତିକି ବେଳେ କର୍ତ୍ତବ୍ୟରତ ଗୋପାଳପୁର ଥାନାର ଜି ଚିଟିବାବୁ ଓ ଜି କାଳି ଶଙ୍କର ନାମକ ଦୁଇ ଗୃହରକ୍ଷୀ ସମୁଦ୍ରକୁ ଲମ୍ପ ମାରି ଭାସି ଯାଉଥିବା ଯୁବକକୁ ଉଦ୍ଧାର କରିଥିଲେ। ବର୍ତ୍ତମାନ ଯୁବକର ପରିସ୍ଥିତି ଭଲ ଥିବା ଜଣାପଡିଛି।

ଗୋପାଳପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଜକୋଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

January 10, 2026

ରଣପୁର ମହୋତ୍ସବ ‘ଅର୍ଜୁନ–୨୦୨୬’ ଉଦଯାପିତ: ଦୀପ୍ତିରେଖାଙ୍କ ଗୀତରେ ଝୁମିଲା ମଞ୍ଚ

January 10, 2026

ଇଥିଓପିଆରେ ଡାଟା ସେଣ୍ଟର ପ୍ରକଳ୍ପ ପାଇଁ ରେଲଟେଲକୁ ବୈଦେଶିକ ମନ୍ତ୍ରଣାଳୟର କାର୍ଯ୍ୟାଦେଶ

January 10, 2026

ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍” ହେବ ଆହୁରି ଆକର୍ଷଣୀୟ

January 10, 2026
Latest News

ଆସନ୍ତାକାଲି ରାଜକୋଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

January 10, 2026

ରଣପୁର ମହୋତ୍ସବ ‘ଅର୍ଜୁନ–୨୦୨୬’ ଉଦଯାପିତ: ଦୀପ୍ତିରେଖାଙ୍କ ଗୀତରେ ଝୁମିଲା ମଞ୍ଚ

January 10, 2026

ଇଥିଓପିଆରେ ଡାଟା ସେଣ୍ଟର ପ୍ରକଳ୍ପ ପାଇଁ ରେଲଟେଲକୁ ବୈଦେଶିକ ମନ୍ତ୍ରଣାଳୟର କାର୍ଯ୍ୟାଦେଶ

January 10, 2026

ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍” ହେବ ଆହୁରି ଆକର୍ଷଣୀୟ

January 10, 2026

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଥିଲା ପ୍ରଗତି ମଞ୍ଚ

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.