Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ
ଆଜିର ଖବର

ଉପମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ

October 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Deputy Chief Minister Shri Kanak Vardhan Singh Deo meets Members of Cotton Association of Odisha
Deputy Chief Minister Shri Kanak Vardhan Singh Deo meets Members of Cotton Association of Odisha

ଭୁବନେଶ୍ଵର: କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟମାନେ ଆଜି କୃଷି ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ। ସାକ୍ଷାତ ଅବସରରେ କପା ଚାଷ ତଥା ବିପଣନ ବେଳେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ଉପମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ।

ଉପମୁଖ୍ୟମନ୍ତ୍ରୀ ବିସ୍ତୃତ ଭାବେ ସେମାନଙ୍କ ସମସ୍ୟା ଶୁଣିଥିଲେ ଏବଂ କଟନ କର୍ପୋରେସନ ଅଫ ଇଣ୍ଡିଆ ସହ ଆଲୋଚନା କରି ଏ ବିଷୟରେ ଆବଶ୍ୟକ ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି। ଆସନ୍ତା ଦିଲ୍ଲୀ ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା କରି ସମସ୍ୟାର ଯଥାଶୀଘ୍ର ସମାଧାନ ପାଇଁ ଚେଷ୍ଟା କରିବେ ବୋଲି କରିଛନ୍ତି।

ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ଉତ୍ପାଦିତ କପା ଦେଶର ଅନ୍ୟତମ ଉତ୍କୃଷ୍ଟ କପା ଭିତରେ ଗଣାଯାଏ। ଏହାର ଲମ୍ବା ଷ୍ଟେପଲ ଓ ଦୀର୍ଘ ଅବଧି ଗୁଣ ଯୋଗୁଁ ବୁଣାକାରଙ୍କ ପ୍ରଥମ ପସନ୍ଦ ହୋଇଥାଏ। ବୈଠକରେ କୃଷି ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଲିଟି ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ ନନ୍ଦିନୀ ଦଳାଇ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Cotton Association of Odisha Deputy Chief Minister Kanak Vardhan Singh Deo କଟନ ଆସୋସିଏସନ ଅଫ ଓଡ଼ିଶା କନକ ବର୍ଦ୍ଧନ ସିଂହଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025

ପଶ୍ଚିମବଙ୍ଗରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

October 12, 2025

ସେନାର ଅଗ୍ନିପଥ ଯୋଜନା ପାଇଁ ଆସନ୍ତା ୨୨ ରୁ ୨୬ ଯାଏଁ ଭୁବନେଶ୍ୱରରେ ନିଯୁକ୍ତି ଶିବିର

October 12, 2025

ନବୀନ ନିବାସକୁ କାହିଁକି ଯାଇଥିଲେ ସାଂସଦ ଅପରାଜିତା ଷଡଙ୍ଗୀ, ଚାଲିଛି ଜୋରଦାର ଚର୍ଚ୍ଚା

October 12, 2025
Latest News

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025

ପଶ୍ଚିମବଙ୍ଗରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

October 12, 2025

ସେନାର ଅଗ୍ନିପଥ ଯୋଜନା ପାଇଁ ଆସନ୍ତା ୨୨ ରୁ ୨୬ ଯାଏଁ ଭୁବନେଶ୍ୱରରେ ନିଯୁକ୍ତି ଶିବିର

October 12, 2025

ନବୀନ ନିବାସକୁ କାହିଁକି ଯାଇଥିଲେ ସାଂସଦ ଅପରାଜିତା ଷଡଙ୍ଗୀ, ଚାଲିଛି ଜୋରଦାର ଚର୍ଚ୍ଚା

October 12, 2025

ସ୍ଵସ୍ତିକ ଚିହ୍ନ କଣ, ଏହା କରିବା ବେଳେ କେଉଁ ବିଷୟରେ ଧ୍ୟାନ ଦେବା ଆବଶ୍ୟକ

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.