Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 7 ତାରିଖ ଯାଏଁ ବର୍ଷା ସମ୍ଭାବନା : 5 ଦକ୍ଷିଣ ଓଡିଶା ଜିଲ୍ଳାକୁ ଅରେଞ୍ଜ ଆଲର୍ଟ
ଆଜିର ଖବର

ଆସନ୍ତା 7 ତାରିଖ ଯାଏଁ ବର୍ଷା ସମ୍ଭାବନା : 5 ଦକ୍ଷିଣ ଓଡିଶା ଜିଲ୍ଳାକୁ ଅରେଞ୍ଜ ଆଲର୍ଟ

August 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା 7 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶାର ସ୍ଥିତି ସଙ୍ଗୀନ ହେବାର ଆଶଙ୍କା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସତର୍କ ରହିବାକୁ 5 ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ ଚିଠି ଲେଖିଛନ୍ତି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହା ସହିତ ବରଗଡ଼, ଢେଙ୍କାନାଳ, ଅନୁଗୁଳ, ପୁରୀ, କେନ୍ଦୁଝର, ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ ।

Share. Facebook Twitter LinkedIn Email WhatsApp Copy Link

Related Posts

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026

ଲୋକସଭାରେ ପାରିତ ହେଲା ବନ୍ଦେ ମାତରମ୍ ବିଲ୍

July 30, 2026

ଖଡଗେଙ୍କ ମନୁସ୍ମୃତି ଉପରେ ବୟାନ ସଂସଦରେ ହଙ୍ଗମା: ବିରୋଧ କଲା ବିଜେପି

July 30, 2026
Latest News

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଶେଷାଧିକାର ଭଙ୍ଗ ନୋଟିସ୍

July 30, 2026

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ବାଙ୍କିପୁର ଉପନିର୍ବାଚନ: ବିଜେପି ନା ପ୍ରଶାନ୍ତ କିଶୋର?, ଆଶ୍ଚର୍ଯ୍ୟ କଲା ସର୍ଭେ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.