Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କାର୍ତ୍ତିକ ମାସ ସୋମବାର, ବାବା ଧବଳେଶ୍ବରଙ୍କୁ କରନ୍ତୁ ଦର୍ଶନ
ଆଜିର ଖବର

ଆଜି କାର୍ତ୍ତିକ ମାସ ସୋମବାର, ବାବା ଧବଳେଶ୍ବରଙ୍କୁ କରନ୍ତୁ ଦର୍ଶନ

October 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାବା ଧବଳେଶ୍ବର
ଆଜି କାର୍ତ୍ତିକ ମାସ ସୋମବାର, ବାବା ଧବଳେଶ୍ବରଙ୍କୁ କରନ୍ତୁ ଦର୍ଶନ

କଟକ: ଆଜି ହେଉଛି କାର୍ତ୍ତିକ ସୋମବାର। ଏହି କାର୍ତ୍ତିକ ସୋମବାରରେ ମହାଦେବଙ୍କୁ ଦର୍ଶନ କଲେ ବେଶ ପୂଣ୍ୟକାମ ବୋଲି ବିବେଚନା କରାଯାଏ। ଏହିଦିନ ମହାଦେବଙ୍କୁ ଦର୍ଶନ କଲେ ବର୍ଷ ସାରା ଶୁଭଦାୟକ ହୋଇଥାଏ ବୋଲି ବିଶ୍ବାସ ରହିଛି। ସେଥିପାଇଁ ଏହି ସୋମବାରରେ ସମସ୍ତ ଶୈବପୀଠରେ ପ୍ରବଳ ଭିଡ ହୋଇଥାଏ।

ସେହିପରି ଓଡିଶାର ପ୍ରସିଦ୍ଧ ଶୈବ୍ୟପୀଠ ବାବା ଧବଳେଶ୍ବରରେ ଆଜି ସକାଳୁ ଭିଡ ପରିଲକ୍ଷିତ ହୋଇଛି। ବାବାଙ୍କୁ ଦର୍ଶନ କରିବା ପାଇଁ ଭକ୍ତମାନେ ଭୋରରୁ ମନ୍ଦିରରେ ଭିଡ କରିଛନ୍ତି। ଭକ୍ତମାନେ ବାବାଙ୍କ ଉପରେ ଖିର ଢାଳି ବେଲପତ୍ର ପ୍ରଦାନ କରି ଆର୍ଶିବାଦ ନେଇଛନ୍ତି।

BJP Ads
Dhabaleswar କାର୍ତ୍ତିକ ଧବଳେଶ୍ବର ଶୈବପୀଠ ସୋମବାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଇଜିଂ ଷ୍ଟାର ଏସିଆ କପ୍: ଘୋଷଣା ହେଲା ଟିମ୍ ଇଣ୍ଡିଆ ଏ, ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚ୍ ର ତାରିଖ

November 5, 2025

Kartik Purnima: କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଜଣାଇଲେ ଶୁଭେଚ୍ଛା

November 5, 2025

ପ୍ରଶାନ୍ତ କିଶୋରଙ୍କୁ ଝଟକା: ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗଦେଲେ ଜନ ସୂରାଜ ପ୍ରାର୍ଥୀ ସଞ୍ଜୟ ସିଂହ

November 5, 2025

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ମେଗା ପୋର୍ଟ ଘୋଷଣା

November 5, 2025
BJP Ads
Latest News

ଇସି ବିରୋଧରେ ‘ହାଇଡ୍ରୋଜେନ୍ ବୋମା’ ଫୁଟାଇଲେ ରାହୁଲ ଗାନ୍ଧୀ?: ଉତ୍ତର ଦେଲେ ନିର୍ବାଚନ କମିଶନ

November 5, 2025

ରାଇଜିଂ ଷ୍ଟାର ଏସିଆ କପ୍: ଘୋଷଣା ହେଲା ଟିମ୍ ଇଣ୍ଡିଆ ଏ, ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚ୍ ର ତାରିଖ

November 5, 2025

Kartik Purnima: କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଜଣାଇଲେ ଶୁଭେଚ୍ଛା

November 5, 2025

ପ୍ରଶାନ୍ତ କିଶୋରଙ୍କୁ ଝଟକା: ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗଦେଲେ ଜନ ସୂରାଜ ପ୍ରାର୍ଥୀ ସଞ୍ଜୟ ସିଂହ

November 5, 2025

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ ମିଳିଲା କ୍ଲିନ୍ ଚିଟ୍

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.