Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଯିବା ରାସ୍ତାରେ ହଠାତ କାହିଁକି ଅଟକିଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

ପୁରୀ ଯିବା ରାସ୍ତାରେ ହଠାତ କାହିଁକି ଅଟକିଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଯିବା ରାସ୍ତାରେ
ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ହଠାତ କାହିଁକି ଅଟକିଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖ ସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ।

କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଥିଲା।

Manipal University Jaipur Hosts International Conference on Empowering Women

Mohan Majhi ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.