Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ କାନାଡାର ବୈଦେଶିକ ମନ୍ତ୍ରୀ
ଆଜିର ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ କାନାଡାର ବୈଦେଶିକ ମନ୍ତ୍ରୀ

October 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ କାନାଡାର ବୈଦେଶିକ ମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ କାନାଡାର ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ: କାନାଡାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଅନୀତା ଆନନ୍ଦ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ବୈଦେଶିକ ମନ୍ତ୍ରୀ ଆନନ୍ଦଙ୍କୁ ସ୍ବାଗତ କରିବା ସହ କହିଥିଲେ ଯେ, ତାଙ୍କର ଗସ୍ତ ଭାରତ-କାନାଡା ଦ୍ବିପାକ୍ଷିକ ସହଯୋଗିତାକୁ ଗତି ପ୍ରଦାନ ଲାଗି ହେଉଥିବା ଉଦ୍ୟମକୁ ସହାୟତା କରିବ। ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଜୁନ ମାସରେ ଜି୭ ଶିଖର ସମ୍ମିଳନୀ  ପାଇଁ ହୋଇଥିବା ତାଙ୍କର କାନାଡା ଗସ୍ତ ଓ ସେଠାରେ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ସହ ହୋଇଥିବା ଫଳପ୍ରଦ ବୈଠକ କଥା ସ୍ମରଣ କରିଥିଲେ।

ପ୍ରଧାନମନ୍ତ୍ରୀ ବାଣିଜ୍ୟ, ଶକ୍ତି, ପ୍ରଯୁକ୍ତିବିଦ୍ୟା, କୃଷି ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ବୃଦ୍ଧି ପାଉଥିବା ସହଯୋଗର ଗୁରୁତ୍ୱ ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ, ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ସେ ତାଙ୍କର ଆଗାମୀ ସାକ୍ଷାତ ଓ ଆଲୋଚନା ପାଇଁ ଅପେକ୍ଷା କରିଛନ୍ତି।

 

BJP Ads
ଅନୀତା ଆନନ୍ଦ କାନାଡା ଜି-୭ ଶିଖର ସମ୍ମିଳନୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 3, 2025

ବନ୍ଦହେବ ନାହିଁ ରାସନ, ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ଦାଖଲର ଅବଧି

November 3, 2025

ସଂପୂର୍ଣ୍ଣ ହେଲା କଳିଙ୍ଗା ଘାଟି ରାସ୍ତାର ମରାମତି କାର୍ଯ୍ୟ, ତଥାପି ଜାରି ରହିଛି କଟକଣା, ଜାଣନ୍ତୁ କ’ଣ?

November 3, 2025

ଅର୍ଥ ଠକେଇ ଅଭିଯୋଗରେ ଯୁବକ ଗିରଫ

November 3, 2025
BJP Ads
Latest News

ଆଜି ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 3, 2025

ବନ୍ଦହେବ ନାହିଁ ରାସନ, ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ଦାଖଲର ଅବଧି

November 3, 2025

ସଂପୂର୍ଣ୍ଣ ହେଲା କଳିଙ୍ଗା ଘାଟି ରାସ୍ତାର ମରାମତି କାର୍ଯ୍ୟ, ତଥାପି ଜାରି ରହିଛି କଟକଣା, ଜାଣନ୍ତୁ କ’ଣ?

November 3, 2025

ଅର୍ଥ ଠକେଇ ଅଭିଯୋଗରେ ଯୁବକ ଗିରଫ

November 3, 2025

ଆଜି ନଭେମ୍ବର ୩ ତାରିଖ ସୋମବାରରେ ମହାଦେବ ଏହି ରାଶିକୁ କରୁଛନ୍ତି ଆର୍ଶିବାଦ, ଜାଣନ୍ତୁ ରାଶିଫଳ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.