Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ପୋଲିସ୍‌ -ନକ୍ସଲ୍‌ ଏନକାଉଣ୍ଟର : 7 ନକ୍ସଲ୍‌ ମୃତ
ଆଜିର ଖବର

ଛତିଶଗଡରେ ପୋଲିସ୍‌ -ନକ୍ସଲ୍‌ ଏନକାଉଣ୍ଟର : 7 ନକ୍ସଲ୍‌ ମୃତ

August 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁରକ୍ଷା ବଳଙ୍କ ସହିତ ଏନ୍‌କାଉଣ୍ଟରରେ 7 ନକ୍ସଲ ନିହତ ହୋଇଛନ୍ତି । ଶନିବାର ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ ପକ୍ଷରୁ କରାଯାଇଥିବା ଏନ୍‌କାଉଣ୍ଟରରେ 7 ନକ୍ସଲ ନିହତ ହେବା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଛତିଶଗଡର ବଗନଣ୍ଡି ଜିଲ୍ଲାର ସୀତା ଗୋଟା ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଛି । ରିପୋର୍ଟ ପ୍ରସ୍ତୁତ ସମୟରେ ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳିଚାଳନା ଜାରି ରହିଥିବା ଜଣାପଡିଛି । ସକାଳ 7ଟା ସମୟରୁ ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳିଚାଳନା ଆରମ୍ଭ ହୋଇଥିଲା । ଘଟଣାସ୍ଥଳରୁ ପୋଲିସ 8ଟି ବନ୍ଧୁକ ଏବଂ ଦୁଇଟି ରାଇଫଲ୍‌ ଜବତ କରିଥିବା ବେଳେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ରିପୋର୍ଟ ପ୍ରସ୍ତୁତ ସମୟରେ ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ଚାଳନା ଜାରି ରହିଥିବା ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026
Latest News

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.