Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନକୁ ଅନୁମୋଦନ
ଆଜିର ଖବର

ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନକୁ ଅନୁମୋଦନ

October 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟଗୋଷ୍ଠୀ କ୍ରୀଡ଼ା
ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଆୟୋଜନ ପାଇଁ ଭାରତର ପ୍ରୟାସକୁ ରାଜ୍ୟଗୋଷ୍ଠୀ ସଂଘର ମଞ୍ଜୁରୀ ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି। ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଶାହ କହିଛନ୍ତି, “ଭାରତ ପାଇଁ ଏହା ଏକ ଅପାର ଆନନ୍ଦ ଏବଂ ଗର୍ବର ଦିନ।

ଅହମ୍ମଦାବାଦରେ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୩୦ ଆୟୋଜନ ପାଇଁ ଭାରତର ପ୍ରୟାସକୁ ରାଜ୍ୟଗୋଷ୍ଠୀ କ୍ରୀଡା ସଂଘ ଅନୁମୋଦନ କରିଥିବାରୁ ଭାରତର ପ୍ରତ୍ୟେକ ନାଗରିକଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଭାରତକୁ ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ସ୍ଥାନିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିରନ୍ତର ପ୍ରୟାସର ଏହା ଏକ ବିଶାଳ ସମର୍ଥନ। ବିଶ୍ୱସ୍ତରୀୟ ଭିତ୍ତିଭୂମି ସୃଷ୍ଟି କରିବା ଏବଂ ଦେଶବ୍ୟାପୀ କ୍ରୀଡ଼ା ପ୍ରତିଭାର ଭଣ୍ଡାର ସୃଷ୍ଟି କରିବା, ମୋଦିଜୀ ଭାରତକୁ ଏକ ଚମତ୍କାର କ୍ରୀଡ଼ା ଗନ୍ତବ୍ୟସ୍ଥଳରେ ପରିଣତ କରିଛନ୍ତି ।’’

ଅମିତ ଶାହ ଅହମ୍ମଦାବାଦ ଗୃହ ମନ୍ତ୍ରଣାଳୟ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026
Latest News

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.