Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାରେ ପ୍ରାଣ ହରାଇଲେ ଜାତୀୟ ସାହାସିକତା ପୁରସ୍କାର ପ୍ରାପ୍ତ ଓଡିଶା ବାଳକ
ଆଜିର ଖବର

ଦୁର୍ଘଟଣାରେ ପ୍ରାଣ ହରାଇଲେ ଜାତୀୟ ସାହାସିକତା ପୁରସ୍କାର ପ୍ରାପ୍ତ ଓଡିଶା ବାଳକ

August 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଷ୍ଟ୍ରୀୟ ସାହାସିକତା ପୁରସ୍କାର ପ୍ରାପ୍ତ କେନ୍ଦ୍ରାପଡା ବାଳକ ସିତୁ ମଲ୍ଲିକ ଏକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରୁ ସାହାସିକତା ପୁରସ୍କାର ଗ୍ରହଣ କରିଥିବା ସିତୁ ନିଜ ଭାଇଙ୍କ ସହିତ ଯାଉଥିବା ବେଳେ ଏକ ଟ୍ରକ ସହିତ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାଣ ହରାଇଥିଲେ । ଶୁକ୍ରବାର ସନ୍ଧ୍ୟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଶନିବାର ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ସନ୍ଧ୍ୟାରେ ରାଜନଗରର ଜରିମୂଳାରେ ଏହି ଦୁର୍ଘଟଣା ଘଟିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ସିତୁ ଗତବର୍ଷ ଫେବୃୟାରୀରେ ଏକ କୁମ୍ଭୀର ମୁଖରୁ ନିଜ ଦାଦାଙ୍କୁ ଉଦ୍ଧାର କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026
Latest News

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.