Nuapada Byelection: ଆଜି ବିଜେପି ନୂଆପଡା ଉପନିର୍ବାଚନ ପାଇଁ 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ନେତାମାନେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ। ତେବେ ଏହି ତାଲିକାରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସହିଚ ଛତିଶଗଡ ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି।
ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ମଧ୍ୟ ଅଛନ୍ତି। ସେହିପରି ଚଳଚିତ୍ର ଅଭିନେତା ତଥା ନେତା ଭାବେ ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଆକାଶଦାସ ନାୟକଙ୍କୁ ନିଆଯାଇଛି।