Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Nuapada Byelection: ବିଜେପି ପ୍ରକାଶ କଲା 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା
ଆଜିର ଖବର

Nuapada Byelection: ବିଜେପି ପ୍ରକାଶ କଲା 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା

October 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nuapada Byelection: ବିଜେପି ପ୍ରକାଶ କଲା 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା

Nuapada Byelection: ଆଜି ବିଜେପି ନୂଆପଡା ଉପନିର୍ବାଚନ ପାଇଁ 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ନେତାମାନେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ। ତେବେ ଏହି ତାଲିକାରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସହିଚ ଛତିଶଗଡ ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ମଧ୍ୟ ଅଛନ୍ତି। ସେହିପରି ଚଳଚିତ୍ର ଅଭିନେତା ତଥା ନେତା ଭାବେ ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଆକାଶଦାସ ନାୟକଙ୍କୁ ନିଆଯାଇଛି।

Anil Kapoor Inaugurates Malabar Gold Showroom in Delhi

Nuapada Byelection ନୂଆପଡା ଉପନିର୍ବାଚନ ବିଜେପି ଷ୍ଟାର ପ୍ରଚାରକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026
Latest News

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.