Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡି ଛାଡି ବିଜେପିରେ ଯୋଗଦେଲେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ
ଆଜିର ଖବର

ବିଜେଡି ଛାଡି ବିଜେପିରେ ଯୋଗଦେଲେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ

October 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ଛାଡି ବିଜେପିରେ
ବିଜେଡି ଛାଡି ବିଜେପିରେ ଯୋଗଦେଲେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ

ଭୁବନେଶ୍ବର: ଆଜି ପୁଣି ବିଜେଡିକୁ ଧକ୍କା। କାରଣ ବିଜେଡି ଛାଡି ଆଜି ବିଜେପିରେ ଯୋଗଦେଇଛନ୍ତି ଲମ୍ବୋଦର ନିଆଲ। ନୂଆପଡାରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଲମ୍ବୋଦର ବିଜେପିରେ ସାମିଲ ହୋଇଛନ୍ତି। ସେ ଗତ ନିର୍ବାଚନରେ ବିଜେଡିରୁ ସାଂସଦ ପ୍ରାର୍ଥୀ ହୋଇଥିଲେ। ହେଲେ ସେଠାରେ ବିଜେପିର ମାଳବିକା ଦେବୀ ବିଜୟ ହୋଇଥିଲେ। ମାଳବିକା 50 ପ୍ରତିଶତ ଭୋଟ ପାଇଥିବା ବେଳେ ନିଆଳ 40 ପ୍ରତିଶତ ଭୋଟ ହାସଲ କରିଥିଲେ।

ହେଲେ ନିର୍ବାଚନ ପରେ ବିଜେଡି ତାଙ୍କୁ ଅଣଦେଖା କରିଆସିଲା। ଏପରିକି ନୂଆପଡା ଉପନିର୍ବାଚନରେ ତାଙ୍କୁ କୌଣସି କଥା ପଚରାଗଲା ନାହିଁ। ଫଳରେ ସେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ନେତା ବସନ୍ତ ପଣ୍ଡା, ମନ୍ତ୍ରୀ ବିଭୂତି ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Tanishq Unveils ‘Mriganka’ Collection, Promotes Gold Exchange Drive

 

Nuapada Byelection କଳାହାଣ୍ଡି ବିଜେଡି ସାଂସଦ ପ୍ରାର୍ଥୀ ନୂଆପଡା ଉପନିର୍ବାଚନ ବିଜେଡି ଛାଡି ବିଜେପିରେ ଲମ୍ବୋଦର ନିଆଳ
Share. Facebook Twitter LinkedIn Email WhatsApp Copy Link

Related Posts

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.