Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡା ଉପନିର୍ବାଚନ ବେଳେ ନବୀନ ପଟ୍ଟନାୟକଙ୍କୁ କାହିଁକି ଫୋନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

ନୂଆପଡା ଉପନିର୍ବାଚନ ବେଳେ ନବୀନ ପଟ୍ଟନାୟକଙ୍କୁ କାହିଁକି ଫୋନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ
ନୂଆପଡା ଉପନିର୍ବାଚନ ବେଳେ ନବୀନ ପଟ୍ଟନାୟକଙ୍କୁ କାହିଁକି ଫୋନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ବର୍ତ୍ତମାନ ନୂଆପଡା ଉପନିର୍ବାଚନ ସରଗରମ ହେବାରେ ଲାଗିଛି। ତିନିଦଳ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଲେଣି। ସମସ୍ତେ ବର୍ତ୍ତମାନ ନୂଆପଡା ମୁହାଁ। ତିନି ଦଳ ବିଜେପି ବିଜେଡି କଂଗ୍ରେସ ଛକାଛକି। ଏପରି ସମୟରେ ହଠାତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଫୋନ କଲେ। ଏହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଚାଲିଛି।

ହେଲେ ଘଟଣାଟି ହେଲା ଫୋନଟି କୌଣସି ରାଜନୈତିକ କାରଣ ନ ଥିଲା କି ଦଳୀୟ କାର୍ଯ୍ୟ ନ ଥିଲା। ତାହା ଥିଲା ଏକ ସମାଜିକ କାର୍ଯ୍ୟ। ଆଜି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ସେଥିପାଇଁ ଶୁଭେଚ୍ଛା ଜଣାଇବାକୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଫୋନ କରିଥିଲେ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକଙ୍କର ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି କହିଛନ୍ତି।

naveen birthday ନବୀନ ଜନ୍ମଦିନ ନୂଆପଡା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025
Latest News

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.