Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାମ୍ବାଦିକ ପରିଚୟରେ ଗଞ୍ଜେଇ ବ୍ୟବସାୟ, ପ୍ରେସ ଲେଖା ଗାଡ଼ି ଜବତ
ଆଜିର ଖବର

ସାମ୍ବାଦିକ ପରିଚୟରେ ଗଞ୍ଜେଇ ବ୍ୟବସାୟ, ପ୍ରେସ ଲେଖା ଗାଡ଼ି ଜବତ

October 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାମ୍ବାଦିକ ପରିଚୟରେ ଗଞ୍ଜେଇ ବ୍ୟବସାୟ, ପ୍ରେସ ଲେଖା ଗାଡ଼ି ଜବତ
ସାମ୍ବାଦିକ ପରିଚୟରେ ଗଞ୍ଜେଇ ବ୍ୟବସାୟ, ପ୍ରେସ ଲେଖା ଗାଡ଼ି ଜବତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ସାମ୍ବାଦିକ ପରିଚୟରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତଙ୍କ ନିକଟରୁ ଗଞ୍ଜେଇ ଜବତ ହେବା ସହ ପ୍ରେସ ଲେଖାଥିବା ଗାଡିକୁ ମଧ୍ୟ ପୋଲିସ ଜବତ କରିଛି।

ସୂଚନା ଅନୁଯାୟୀ, ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ୍ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶ୍ରୀକ୍ଷେତ୍ର ବିହାର ଅଞ୍ଚଳରେ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ପୋଲିସ ପ୍ରେସ୍ ଲେଖା ଯାଇଥିବା ଏକ ମୋଟରସାଇକେଲ ସହ ୧୬ କିଲୋ ୭୦୦ ଗ୍ରାମ ଗଞ୍ଜେଇ ଜବତ କରିଥିଲା। ଏବଂ ଜିତେନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଅଟକାଇ ଜେରା କରିଥିଲା।

ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ବାସୁଦେବ ନଗରର ଜିତେନ୍ଦ୍ର ନିଜକୁ ସାମ୍ବାଦିକ ଭାବେ ପରିଚୟ ଦେଇ ଦୀର୍ଘ ଦିନ ହେଲା ଗଞ୍ଜେଇ ଚାଲାଣ କରୁଥିବା ପୋଲିସ କହିଛି।

ଗଞ୍ଜେଇ ବ୍ୟବସାୟ ପ୍ରେସ ଲେଖା ଗାଡ଼ି ଜବତ ବଡ଼ବଜାର ଥାନା ବ୍ରହ୍ମପୁର ସାମ୍ବାଦିକ ପରିଚୟ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.