Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାଗ୍ରସ୍ତ ହେଲା ଅଟୋ : 15 ଆହତ
ଆଜିର ଖବର

ଦୁର୍ଘଟଣାଗ୍ରସ୍ତ ହେଲା ଅଟୋ : 15 ଆହତ

August 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident
accident

ରାଜ୍ୟରେ ବେପାରୁଆ ଗାଡ଼ି ଚାଳନା କାରଣରୁ ଅନେକ ଦୁର୍ଘଟଣା ଘଟୁଛି । ଯାତ୍ରୀ ଧାରଣ କ୍ଷମତାର ସୀମା ଉଲଙ୍ଘନ କରି ଆଜି କେନ୍ଦୁଝରରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡ଼ିବାରୁ 15 ଜଣ ଆହତ ହୋଇଛନ୍ତି । ସୂଚନାନୁସାରେ, କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରିମୁଳି ବାଇପାସ ନିକଟରେ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି । ସ୍ଥାନୀୟ ଏକ ଅଟୋରେ କ୍ଷମତା ଠାରୁ ଅଧିକ ଯାତ୍ରୀ ବସି ଯାଉଥିଲେ । ଫଳରେ ଭାରସାମ୍ୟ ହରାଇ ଅଟୋଟି ଓଲଟି ପଡ଼ିଥିଲା । ଫଳରେ ସମସ୍ତ ଯାତ୍ରୀ ତଳେ ପଡ଼ିଯାଇଥିଲେ । ଏହି ଦୁର୍ଘଟଣାରେ 15 ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 5 ଜଣଙ୍କ ଅବସ୍ଥା ସଂକଟାପର୍ଣ୍ଣ ରହିଥିବା ବେଳେ ତାଙ୍କୁ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026

କ’ଣ ଏଲପିଜି ରିଫିଲ୍‌ ବୁକିଂ ସମୟସୀମା ୪୫ ଦିନ?: ସ୍ପଷ୍ଟିକରଣ ଦେଲେ ସରକାର

March 25, 2026

ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ: ରାହୁଲ ଗାନ୍ଧୀଙ୍କ କେରଳ ଗସ୍ତ ରଦ୍ଦ

March 25, 2026
Latest News

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026

ହୋଟେଲ ଏବଂ ରେଷ୍ଟୁରାଣ୍ଟରେ “ଏଲପିଜି ଚାର୍ଜ” କୁ ବେଆଇନ କହିଲେ ସରକାର: ଲାଗୁ କଲେ ନିଷେଧାଦେଶ

March 25, 2026

କ’ଣ ଏଲପିଜି ରିଫିଲ୍‌ ବୁକିଂ ସମୟସୀମା ୪୫ ଦିନ?: ସ୍ପଷ୍ଟିକରଣ ଦେଲେ ସରକାର

March 25, 2026

ବାଲେଶ୍ବର ରାଜନୀତିରେ ହଲଚଲ, ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି, ଜୀବନ ପ୍ରଦୀପ ଦାସ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.