Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ କଲେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ
ଆଜିର ଖବର

ପିଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ କଲେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ

October 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nityananda Gond inaugurates Kurshi PM Shri High School
Nityananda Gond inaugurates Kurshi PM Shri High School

ନୂଆଦିଲ୍ଲୀ: ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ କୁର୍ସିଠାରେ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ କରିଛନ୍ତି। ଚଳିତବର୍ଷ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ୧୨୦ଟି ମଧ୍ୟରୁ ଜିଲ୍ଲାର ୧୫ଟି ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରାଯାଇଛି। କୁର୍ସି ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଚଳିତବର୍ଷ ଏକାଦଶ ଶ୍ରେଣୀରେ କଳା ବିଭାଗରେ ୯୮ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। କାର୍ଯ୍ୟକ୍ରମରେ ବିଧାୟକ ଗୌରୀଶଙ୍କର ମାଝୀ, ନରସିଂହ ଭତ୍ରା, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଉମରକୋଟ ବ୍ଲକ କୁର୍ସି ନବରଙ୍ଗପୁର ଜିଲ୍ଲା ନିତ୍ୟାନନ୍ଦ ଗଣ୍ଡ ପିଏମ୍ ଶ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026

ହିମାଚଳରେ ବଡ଼ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୮ ମୃତ, ଅନେକ ଆହତ

January 9, 2026

କାମ୍ପା-ସିଓର ପ୍ୟାକେଜ୍ ପାଣି ପାଇଁ ଅମିତାଭ ବଚ୍ଚନ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

January 9, 2026

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026
Latest News

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026

ହିମାଚଳରେ ବଡ଼ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୮ ମୃତ, ଅନେକ ଆହତ

January 9, 2026

କାମ୍ପା-ସିଓର ପ୍ୟାକେଜ୍ ପାଣି ପାଇଁ ଅମିତାଭ ବଚ୍ଚନ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

January 9, 2026

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.