ଭୁବନେଶ୍ୱର: ଚଳିତ ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ତାରକା ପ୍ରଚାରକଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ୪୦ ଜଣ ନେତାଙ୍କୁ କଂଗ୍ରେସ ସ୍ଥାନ ଦେଇଛି। କଂଗ୍ରେସ ପ୍ରାର୍ଥୀ ଘସିରାମ ମାଝୀଙ୍କ ନିମନ୍ତେ ପ୍ରଚାର କରିବା ପାଇଁ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ପରାମର୍ଶ କ୍ରମେ ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ୪୦ ଜଣିଆ ତାରକା ପ୍ରଚାରକ ମାନଙ୍କ ନାମ ତାଲିକା ଘୋଷଣା କରାଯାଇଛି।
ସେମାନେ ହେଲେ….