Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Nuapada Bypoll: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ
ଆଜିର ଖବର

Nuapada Bypoll: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ

October 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nuapada Bypoll
Nuapada Bypoll: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ

Nuapada Bypoll: ଆଜି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ନୂଆପଡା ଉପଜିଲ୍ଲାପାଳ ଅଫିସରେ ଏହି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

ପ୍ରାର୍ଥୀପତ୍ର ଶୋଭାଯାତ୍ରା ବେଳେ ତାଙ୍କ ସହିତ କଂଗ୍ରେସ ସଭାପତି ଭକ୍ତଦାସ, କଂଗ୍ରେସର ପୂର୍ବତନ ବିଧାୟକ ସୁରେଶ ରାଉତରାୟ, ବିଧାୟକ ସାଗର ଦାସ ପ୍ରମୁଖ ବହୁ ନେତା ଓ କର୍ମୀ ଯୋଗଦେଇଥିଲେ। ନୂଆପଡା ଉପନିର୍ବାଚନ ନଭେମ୍ବର ୧୧ ତାରିଖରେ ଅନୁଷ୍ଠିତ ହେବ। ଭୋଟ ଗଣତି ନଭେମ୍ବର ୧୪ ତାରିଖରେ ହେବ।

JioFinance Dhanteras Offer: 2% Free Gold, Prizes Worth ₹10 Lakh ( Click Here to Read More)

Nuapada Byelection Nuapada Bypoll କଂଗ୍ରେସ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ଘାସିରାମ ମାଝୀ ନୂଆପଡା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.