Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ନନ୍ଦ କିଶୋର ପଟ୍ଟନାୟକ ସ୍ମାରକୀ ଅଲ୍ ଓଡିଶା ମହିଳା ଫୁଟବଲ ପ୍ରତିଯୋଗିତା
ଆଜିର ଖବର

ତୃତୀୟ ନନ୍ଦ କିଶୋର ପଟ୍ଟନାୟକ ସ୍ମାରକୀ ଅଲ୍ ଓଡିଶା ମହିଳା ଫୁଟବଲ ପ୍ରତିଯୋଗିତା

October 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
KV Singhdeo Inaugurates Logo of 3rd NKP Memorial Women's Football Tournament
KV Singhdeo Inaugurates Logo of 3rd NKP Memorial Women's Football Tournament

ଭୁବନେଶ୍ଵର: ତୃତୀୟ ନନ୍ଦ କିଶୋର ପଟ୍ଟନାୟକ ସ୍ମାରକୀ ଅଲ୍ ଓଡିଶା ମହିଳା ଫୁଟବଲ ପ୍ରତିଯୋଗିତାର ଲୋଗୋ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ। ଏହି ପ୍ରତିଯୋଗିତା ରାଜ୍ୟରେ ତୃଣମୂଳ ସ୍ତରରେ କ୍ରୀଡାକୁ ସଶକ୍ତ କରିବ, ରାଜ୍ୟରେ ଫୁଟବଲ୍ ପ୍ରତି ମହିଳା ଖେଳାଳିଙ୍କ ମନୋଭାବ ବୃଦ୍ଧି ଲକ୍ଷ୍ୟରେ ଏହା ସାହାଯ୍ୟ କରିବ ବୋଲି ସେ କହିଛନ୍ତି। ଏହାକୁ ଭୁବନେଶ୍ୱର ସିଟି କ୍ଲବ ଦ୍ଵାରା ଆୟୋଜିତ କରାଯାଉଛି। କାର୍ଯ୍ୟକ୍ରମରେ ବିଧାୟକ ଜୟ ନାରାୟଣ ମିଶ୍ର ଓ ବାବୁ ସିଂହ ଉପସ୍ଥିତ ଥିଲେ।

ଅଲ୍ ଓଡିଶା ମହିଳା ଫୁଟବଲ କନକ ବର୍ଦ୍ଧନ ସିଂହ ଦେଓ ଜୟ ନାରାୟଣ ମିଶ୍ର ନନ୍ଦ କିଶୋର ପଟ୍ଟନାୟକ ଫୁଟବଲ ପ୍ରତିଯୋଗିତା ବାବୁ ସିଂହ
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026
Latest News

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.