Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା: ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜିର ଖବର

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା: ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

October 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
rain
ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

ଭୁବନେଶ୍ଵର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଶକ୍ତି ସଂଗ୍ରହ କରୁଛି। ଏହାର ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୨୩ ତାରିଖ ସୁଦ୍ଧା ଏହା ଅଧିକ ଘନିଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରୁଛି।

ସୋମବାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାମାନଙ୍କ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Update ଘୂର୍ଣ୍ଣିବଳୟ ଦକ୍ଷିଣ ଆଣ୍ଡାମାନ ସାଗର ୟେଲୋ ୱାର୍ଣ୍ଣିଂ ଜାରି ଲଘୁଚାପ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଗାଧୋଇବାକୁ ଯାଇ ଆଉ ଫେରିଲେନି ସଞ୍ଜୟ, ସକାଳେ ପୋଖରୀରୁ ମିଳିଲା ମୃତଦେହ

September 15, 2026

ପ୍ରେମରୁ ପ୍ରତିଶୋଧ, ପ୍ରତିଶୋଧରୁ ହତ୍ୟା! ବସ୍ତାରେ ମୃତଦେହ ନେଇ ଧରାପଡ଼ିଲା ପ୍ରେମିକ

September 15, 2026

ଗ୍ରାମ ପଞ୍ଚାୟତକୁ ୫୦ ଲକ୍ଷ ପୁରସ୍କାର! ଜାଣନ୍ତୁ କିଏ ପାଇବ ଏହି ଟଙ୍କା

September 15, 2026

ମଧ୍ୟାବଧି ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ‘ସୁପ୍ରିମ୍’ ଝଟକା: ଅଟକିଲା ଡାକ ଭୋଟ ନିୟମ ପରିବର୍ତ୍ତନ ଯୋଜନା

September 15, 2026
Latest News

ଗାଧୋଇବାକୁ ଯାଇ ଆଉ ଫେରିଲେନି ସଞ୍ଜୟ, ସକାଳେ ପୋଖରୀରୁ ମିଳିଲା ମୃତଦେହ

September 15, 2026

ପ୍ରେମରୁ ପ୍ରତିଶୋଧ, ପ୍ରତିଶୋଧରୁ ହତ୍ୟା! ବସ୍ତାରେ ମୃତଦେହ ନେଇ ଧରାପଡ଼ିଲା ପ୍ରେମିକ

September 15, 2026

ଗ୍ରାମ ପଞ୍ଚାୟତକୁ ୫୦ ଲକ୍ଷ ପୁରସ୍କାର! ଜାଣନ୍ତୁ କିଏ ପାଇବ ଏହି ଟଙ୍କା

September 15, 2026

UPI ଦେୟ ଉପରେ ଫି’ ଲାଗିବ? ଅର୍ଥ ମନ୍ତ୍ରଣାଳୟର ବଡ଼ ସ୍ପଷ୍ଟୀକରଣ

September 15, 2026

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.