Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭାରେ କୁନ୍ଦୁଲି ଗଣଦୁଷ୍କର୍ମର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟ
ଆଜିର ଖବର

ବିଧାନସଭାରେ କୁନ୍ଦୁଲି ଗଣଦୁଷ୍କର୍ମର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟ

August 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
odish pre budget meeting
odish pre budget meeting

କୁନ୍ଦୁଲି ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟ ଆଜି ବିଧାନସଭାରେ ସରକାର ଉପସ୍ଥାପନା କରାଯାଇଛି । 4 ସପ୍ତାହ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ହାଇକୋର୍ଟ ଗତକାଲି  ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହ ତଦନ୍ତରେ ସନ୍ତୁଷ୍ଟ ନ ହେଲେ ଏସଆଇଟି ଗଠନ କରି ତଦନ୍ତ କରିବା ପାଇଁ ହାଇକୋର୍ଟ ପ୍ରସ୍ତାବ ଦେଇଥିଲେ । ଏହି ଘଟଣାରେ ହେବା ତଦନ୍ତରେ ସନ୍ତୁଷ୍ଟ ନ ହେଲେ ଏସଆଇଟି ଗଠନ କରି ତଦନ୍ତ କରିବା ପାଇଁ ମଧ୍ୟ ହାଇକୋର୍ଟ ପ୍ରସ୍ତାବ ଦେଇଥିଲେ । କେନ୍ଦ୍ର ଓ ରାଜ୍ୟସ୍ତରୀୟ ଏଜେନ୍ସି ଅଧିକାରୀଙ୍କୁ ନେଇ ଏସଆଇଟି ଗଠନ କରିବାକୁ ପ୍ରସ୍ତାବ ଦିଆଯାଇଛି । ସେପ୍ଟେମ୍ବର 4 ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Latest News

କୋହିଲି ଦେଲେ ‘ବିରାଟ’ ବିଜୟ: କ୍ରମାଗତ ଦ୍ଵିତୀୟ ଥର ଟାଇଟଲ ଜିତିଲା RCB

May 31, 2026

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.