Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନଲାଇନ୍ ସୁରକ୍ଷା, ନାରୀ ସଶକ୍ତିକରଣ ଓ କିଶୋରୀମାନଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ
ଆଜିର ଖବର

ଅନଲାଇନ୍ ସୁରକ୍ଷା, ନାରୀ ସଶକ୍ତିକରଣ ଓ କିଶୋରୀମାନଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ

October 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନଲାଇନ୍ ସୁରକ୍ଷା, ନାରୀ ସଶକ୍ତିକରଣ ଓ କିଶୋରୀମାନଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ
ଅନଲାଇନ୍ ସୁରକ୍ଷା, ନାରୀ ସଶକ୍ତିକରଣ ଓ କିଶୋରୀମାନଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ଵର: ବେଟୀ ବଚାଓ ବେଟୀ ପଢାଓ (BBBP) ଯୋଜନା ଅନ୍ତର୍ଗତ ଜିଲ୍ଲା ସ୍ତରରେ “workshop on online safety and cyber bullying” ବିଷୟରେ ଏକ କାର୍ଯ୍ୟକ୍ରମ ଆଜି ଖୋର୍ଦ୍ଧା ବ୍ଲକ କନଫରେନ୍ସହଲରେ , District Social Welfare office ଦ୍ୱାରା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକର୍ମର ଅଧ୍ୟକ୍ଷତା ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ (DSWO)ଙ୍କ ଦ୍ୱାରା କରାଯାଇଥିଲା।

ସଭାରେ ଅନଲାଇନ୍ ସୁରକ୍ଷା, ନାରୀ ସଶକ୍ତିକରଣ ଓ କିଶୋରୀମାନଙ୍କ ମଧ୍ୟରେ ସଚେତନତା ବିଷୟରେ ଆଲୋଚନା ହୋଇଥିଲା। କାର୍ଯ୍ୟକର୍ମରେ DALSA, DSP, ପ୍ରୋଟେକ୍ସନ ଅଫିସର (PO), District Hub for Empowerment of Women ର Staff,CDPO,ଲେଡି ସୁପରଭାଇଜର, SHG ସଦସ୍ୟା, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ଓ କିଶୋରୀମାନେ ସକ୍ରିୟ ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ନାରୀ ଓ କନ୍ୟମାନଙ୍କ ପାଇଁ ଡିଜିଟାଲ ଓ ସାମଜିକ ମଧ୍ୟମରେ ସୁରକ୍ଷିତ ପରିବେଶ ନିଶ୍ଚିତ କରିବାରେ ସମାଜର ସାମୁହିକ ଦାୟିତ୍ୱକୁ ଉଦବଳିତ କରଯାଇଥିଲା।

BBBP ଅନଲାଇନ୍ ସୁରକ୍ଷା ନାରୀ ସଶକ୍ତିକରଣ ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Latest News

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.