Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜମ ଖାନ୍‌ଙ୍କ ଅଡୁଆ ବଢିଲା : ଜମି ଜବରଦଖଲ ଓ ବିଶ୍ବବିଦ୍ୟାଳୟକୁ ନେଇ 27ଟି ମାମଲା ରୁଜୁ
ଆଜିର ଖବର

ଆଜମ ଖାନ୍‌ଙ୍କ ଅଡୁଆ ବଢିଲା : ଜମି ଜବରଦଖଲ ଓ ବିଶ୍ବବିଦ୍ୟାଳୟକୁ ନେଇ 27ଟି ମାମଲା ରୁଜୁ

August 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମାଜବାଦୀ ପାର୍ଟି ନେତା ତଥା ଲୋକସଭା ସାଂସଦ ଆଜମ୍‌ ଖାନ୍‌ଙ୍କ ଅଡୁଆ ବଢିଛି । ଶନିବାର ସୁଦ୍ଧା ଆଜମ୍‌ ଖାନ୍‌ଙ୍କ ବିପକ୍ଷରେ 27ଟି ମାମଲା ରୁଜୁ କରାଯାଇଛି । କୃଷକଙ୍କ ଜମି ଜବରଦଖଲ ଏବଂ ନିଜ ବିଶ୍ବବିଦ୍ୟାଳୟରେ ବିରଳ ଏବଂ ପୁରାତନ ପୁସ୍ତକ ରଖିବା ନେଇ ଆଜମ୍‌ଙ୍କ ବିରୋଧରେ ଏହି ମାମଲା ରୁଜୁ କରାଯାଇଛି । ଅଖିଳେଶ ଯାଦବ ସରକାରରେ କ୍ୟାବିନେଟ ମନ୍ତ୍ରୀ ରହିଥିବା ଆଜମ୍‌ଙ୍କ ବିରୋଧରେ ଜୁଲାଇ 11 ପରଠାରୁ ଏହି ସମସ୍ତ ମାମଲା ରୁଜୁ କରାଯାଇଥିବା ନେଇ ରାମପୁର ଏସ୍‌ପି ଅଜୟ ପାଲ ଶର୍ମା ପ୍ରକାଶ କରିଛନ୍ତି । ଏହି ମାମଲା ମଧ୍ୟରେ 24ଟି ଜମି ଅଧିଗ୍ରହଣକୁ ନେଇ ରହିଥିବା 3ଟି ବିରଳ ପୁସ୍ତକକୁ ନେଇ ରହିଛି । ଧାରା 323, 342, 447, 389 ଏବଂ 506 ଅନୁସାରେ ଆଜମ୍‌ଙ୍କ ବିପକ୍ଷରେ ମାମଲା ରୁଜୁ କରାଯାଇଛି । ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଜମଙ୍କୁ 10 ବର୍ଷରୁ ଅଧିକ ଜେଲ ଦଣ୍ଡ ମିଳିବ ବୋଲି ଏସ୍‌ପି ଅଜୟ ପାଲ ଶର୍ମା ପ୍ରକାଶ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Latest News

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.