Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ : ଅଭିଯୁକ୍ତକୁ ଗିରଫ କଲା ପୁଲିସ୍‌
ଆଜିର ଖବର

ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ : ଅଭିଯୁକ୍ତକୁ ଗିରଫ କଲା ପୁଲିସ୍‌

August 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ କାଠଚୂଆ ଗ୍ରାମରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଛି । ତିନି ଦିନ ପରେ ପୀଡ଼ିତାଙ୍କ ମା’ଙ୍କ ଏତଲାକୁ ପୋଲିସ ଗ୍ରହଣ କରିଛି । ଫଳରେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣକ ଧୋପଡ଼ା ଗ୍ରାମର ବାବୁଲି ବଦ୍ରା ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ମୁତାବକ, ଗତ 31ତାରିଖରେ ଦିବ୍ୟାଙ୍ଗ ଯୁବତୀ ଜଣକ ଘର ବାହାରେ ଶୋଇଥିଲେ । ଏହି ସମୟରେ ତାଙ୍କ ମା’ ପାଣି ଆଣିବାକୁ ବାହାରକୁ ଯାଇଥିଲେ । ମୌକା ଦେଖି ବାବୁଲି ଯୁବତୀଙ୍କୁ ଉଠାଇ ନେଇ ନିକଟସ୍ଥ ଏକ ଜଙ୍ଗଲରେ ଦୁଷ୍କର୍ମ କରିଥିଲା । ପୋଲିସ ମାମଲାକୁ ଗୁରୁତର ସହ ନ ନେଇ ଫେରାଇ ଦେଇଥିଲା । ତେବେ ଗତକାଲି ପୋଲିସ ମାମଲା ରୁଜୁ ଅଭିଯୁକ୍ତ ଯୁବକ ବାବୁଲିକୁ ଗିରଫ କରାଯାଇଛି । ଏହା ସହିତ ପୀଡ଼ିତାଙ୍କ ଡାକ୍ତରୀ ମାଇନା ପାଇଁ ପଠାଇ ଥିବାବେଳେ ତଦନ୍ତ ଜାରି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026
Latest News

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.