Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୯ ରେ ଓଡ଼ିଶାରେ ଜନଶୁଣାଣି କରିବେ ଜାତୀୟ ପଛୁଆବର୍ଗ ଆୟୋଗ
ଆଜିର ଖବର

ଆସନ୍ତା ୨୯ ରେ ଓଡ଼ିଶାରେ ଜନଶୁଣାଣି କରିବେ ଜାତୀୟ ପଛୁଆବର୍ଗ ଆୟୋଗ

October 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
National OBC grievance hearing will be held on the 29th October
National OBC grievance hearing will be held on the 29th October

ଭୁବନେଶ୍ଵର: ଆସନ୍ତା ୨୯ ତାରିଖରେ ଜାତୀୟ ପଛୁଆବର୍ଗ ଆୟୋଗ ଓଡ଼ିଶାରେ ଜନଶୁଣାଣି କରିବେ। ପଛୁଆବର୍ଗ ତାଲିକାରେ କେଉଁ ଜାତିଗୁଡ଼ିକୁ ନୂଆକରି ସାମିଲ କରାଯିବ ସେ ସଂପର୍କରେ ଆୟୋଗ ସମୀକ୍ଷା କରିବେ। ଜନଶୁଣାଣି କାର୍ଯ୍ୟକ୍ରମରେ ପଛୁଆବର୍ଗର ପ୍ରତିନିଧିମାନେ ଅଂଶଗ୍ରହଣ କରିବାକୁ ବିଜେପି ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ବାଳ ଅନୁରୋଧ କରିଛନ୍ତି। ଭୁବନେଶ୍ବରସ୍ଥିତ ରାଜ୍ୟ ଅତିଥିଭବନରେ ଓବିସି ଆୟୋଗଙ୍କ ଜନଶୁଣାଣି ଅନୁଷ୍ଠିତ ହେବ। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ଆୟୋଗ ଶିବିର ଆୟୋଜନ କରି ଜନସାଧାରଣଙ୍କ ମତାମତ ସଂଗ୍ରହ କରିବେ ବୋଲି ଶ୍ରୀ ବିଶ୍ବାଳ କହିଛନ୍ତି।

ଓଡିଶା ଜନଶୁଣାଣି ଜାତୀୟ ପଛୁଆବର୍ଗ ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026
Latest News

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.