Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାରେ ଅକ୍ଟୋବର ୨୮ ଓ ୨୯ରେ ବନ୍ଦ ରହିବ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାରେ ଅକ୍ଟୋବର ୨୮ ଓ ୨୯ରେ ବନ୍ଦ ରହିବ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର

October 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍କୁଲ
ଖୋର୍ଦ୍ଧା ଜିଲ୍ଲାରେ ଅକ୍ଟୋବର ୨୮ ଓ ୨୯ରେ ବନ୍ଦ ରହିବ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର

ଖୋର୍ଦ୍ଧା: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମ୍ଭାବ୍ୟ ବାତ୍ୟା ମୋନ୍ଥା ଓ ପ୍ରବଳ ବର୍ଷା ହେବା ଆକଳନକୁ ଆଖି ଆଗରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ଅକ୍ଟୋବର ୨୮ ଓ ୨୯ ତାରିଖ (ଦୁଇଦିନ) ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଅଛି। ଏହା ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀ, ଅଙ୍ଗନୱାଡ଼ି କର୍ମୀ ଓ ଜିଲ୍ଲାର ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜଣାଇଦିଆଗଲା।

ବଙ୍ଗୋପସାଗର ମୋନ୍ଥା ଲଘୁଚାପ ପ୍ରଭାବ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ସଂଗୀତ ଜଗତ ପାଇଁ ଦୁଃଖ ଖବର, ଶେଷ ନିଃଶ୍ବାସ ତ୍ୟାଗ କଲେ ହ୍ୟୁମାନ ସାଗର

November 17, 2025

ନୂଆପଡା ଉପନିର୍ବାଚନକୁ ନେଇ ବିସ୍ପୋରକ କଥା କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

November 17, 2025

JioHotstar: ଜିଓହଟଷ୍ଟାରରେ ବନତାରାର କାହାଣୀ, ଟ୍ରେଣ୍ଡିଂ କରୁଛି ଏହି ଧାରାବାହିକ

November 17, 2025

ବ୍ରହ୍ମକୁମାରୀ ଅନୁଷ୍ଠାନର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

November 17, 2025
Latest News

ଓଡିଆ ସଂଗୀତ ଜଗତ ପାଇଁ ଦୁଃଖ ଖବର, ଶେଷ ନିଃଶ୍ବାସ ତ୍ୟାଗ କଲେ ହ୍ୟୁମାନ ସାଗର

November 17, 2025

ନୂଆପଡା ଉପନିର୍ବାଚନକୁ ନେଇ ବିସ୍ପୋରକ କଥା କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

November 17, 2025

JioHotstar: ଜିଓହଟଷ୍ଟାରରେ ବନତାରାର କାହାଣୀ, ଟ୍ରେଣ୍ଡିଂ କରୁଛି ଏହି ଧାରାବାହିକ

November 17, 2025

ବ୍ରହ୍ମକୁମାରୀ ଅନୁଷ୍ଠାନର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

November 17, 2025

ଏଆଇ ଇମ୍ପାକ୍ଟ ଫେଷ୍ଟିଭାଲ – ୨୦୨୫ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

November 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.