Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାମ୍ପରା ଠାରେ ଜେମ୍ସ ଅଫ ଓଡିଶା ଇଣ୍ଡିଆ ୨୦୨୫ ର ଦୁଇ ଦିବସୀୟ କାର୍ଯ୍ୟକ୍ରମ ଉଦଯାପିତ
ଆଜିର ଖବର

ତାମ୍ପରା ଠାରେ ଜେମ୍ସ ଅଫ ଓଡିଶା ଇଣ୍ଡିଆ ୨୦୨୫ ର ଦୁଇ ଦିବସୀୟ କାର୍ଯ୍ୟକ୍ରମ ଉଦଯାପିତ

October 28, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜେମ୍ସ ଅଫ ଓଡିଶା ଇଣ୍ଡିଆ ୨୦୨୫ ର ଦୁଇ ଦିବସୀୟ କାର୍ଯ୍ୟକ୍ରମ ଉଦଯାପିତ
ଜେମ୍ସ ଅଫ ଓଡିଶା ଇଣ୍ଡିଆ ୨୦୨୫ ର ଦୁଇ ଦିବସୀୟ କାର୍ଯ୍ୟକ୍ରମ ଉଦଯାପିତ

ବ୍ରହ୍ମପୁର: ଛତ୍ରପୁର ନିକଟ ତାମ୍ପରା ଠାରେ ଜେମ୍ସ ଅଫ ଓଡିଶା ଇଣ୍ଡିଆ ୨୦୨୫ ର ଦୁଇ ଦିବସୀୟ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି।

ଏହି ଉଦଯାପନୀ ଉତ୍ସବରେ ଡକ୍ଟର ସୁନୀତା ୱାଧବନ, ସୁଧା ଚନ୍ଦ୍ରାଣୀ ଖାତ୍ରୀ, ଡକ୍ଟର ଭୁବନେଶ୍ୱରୀ ଦେୱଙ୍ଗନ, ପ୍ରତିଷ୍ଠାତ୍ରୀ ଅନିତା ମଣ୍ଡଳ, ଆୟୋଜକ ଉମାଶଙ୍କର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସେଲିବ୍ରିଟି ବିଚାରକ ଭାବେ ଅଭିନେତା ହରିହର ଦାସ, ଅଭିନେତ୍ରୀ ସୂର୍ଯ୍ୟମୟୀ ମହାପାତ୍ର ଏବଂ ବ୍ରାଣ୍ଡ ଅମ୍ବାସଡ଼ର ଭାବେ ଅର୍ଚ୍ଚିତା ସାହୁ, ଉପସ୍ଥାପନାରେ ଶୁଭୋଜିତ ପଣ୍ଡା, ଉପଦେଷ୍ଟା ଭାବେ ଆମ ଟିଭି ଏବଂ ମିଡ଼ିଆ ପ୍ଲାନର କ୍ରି୍ଏଟିଭ ହେଡ଼ ଶ୍ରୀଯୁକ୍ତ ପ୍ରଣୟ ଜେଠୀ ଉପସ୍ଥିତ ଥିଲେ। ରାଣୀ ବର୍ଗ ରେ ସମ୍ବଲପୁର ର ଝିଅ ଶ୍ରଦ୍ଧା ପ୍ରଧାନ ୱିନର ହୋଇଥିବା ବେଳେ ଭୁବନେଶ୍ୱରର ଡକ୍ଟର ମୋନାଲିସା ମିଶ୍ର ପ୍ରଥମ ରନର ଅପ୍ ଏବଂ ସବିତାରାଣୀ ମଲ୍ଲିକ ଦ୍ଵିତୀୟ ରନର ଅପ୍ ହୋଇଛନ୍ତି।

ସେହିପରି ଶ୍ରୀଶକ୍ତି ବର୍ଗରେ ଛତିଶଗଡ ର ମହିମା ସହାରେ ଏବଂ ତେଷା ୱିନର ହୋଇଥିବା ବେଳେ ମାଳତୀ ଜଇଶ୍ୱାଲ ଏବଂ ଭୈଭବୀ ପ୍ରଥମ ରନର ଅପ୍, ବ୍ରହ୍ମପୁରର ଜଣେ ଭିନ୍ନକ୍ଷମ ଝିଅ ରଞ୍ଜନା ନାହାକ ଦ୍ଵିତୀୟ ରନର ଅପ୍ ହୋଇଛନ୍ତି।

ପ୍ରତ୍ୟେକ ନାରୀର ଇଚ୍ଛା ଥାଏ ହେଲେ କୌଣସି କାରଣରୁ ସେ ତାର ସ୍ୱାଧୀନ ଚିନ୍ତାଧାରା କୁ ଆଗକୁ ଆଣିବାରେ ସକ୍ଷମ ହୋଇନଥାଏ। ତାହାକୁ ଲୋକ ଲୋଚନକୁ ଆଣିବା ପାଇଁ ଏବଂ ସେମାନଙ୍କ ଲୁକ୍କାୟିତ ପ୍ରତିଭାକୁ ଆଗକୁ ବଢ଼ାଇବା ପାଇଁ ଭୁବନେଶ୍ୱର ର ଜେମ୍ସ ଅଫ ଓଡିଶା ଆରମ୍ଭ କରିଥିଲା ଏହି ପ୍ରୟାସ। ଅନୁଷ୍ଠାନର ମୁଖ୍ୟ ଉମାକାନ୍ତ ଦାସ ଏବଂ ତାଙ୍କ ସହଧର୍ମିଣୀ ତଥା ସହଯୋଗୀ ମୁଖ୍ୟ ଅନିତା ମଣ୍ଡଳ ଏହି ପ୍ରୟାସ ଆରମ୍ଭ କରିଥିଲେ। ରାଜ୍ୟ ଭିତର ଏବଂ ରାଜ୍ୟ ବାହାର ଛତିଶଗଡ଼, ଗୋଆ, ମୁମ୍ବାଇ ଏବଂ ବାଙ୍ଗାଲୋର ର ବିଭିର୍ଣ୍ଣ ବର୍ଗର ମହିଳା, ଯୁବତୀ ଏପରି କି ଦିବ୍ୟାଙ୍ଗ ମାନଙ୍କୁ ଗତ ୨ମାସ ଧରି ପ୍ରଶିକ୍ଷିକଙ୍କ ଦ୍ୱାରା ଯୋଗ, ବିୟୁଟି ସହ ଅନ୍ୟାନ୍ୟ ଇଭେଣ୍ଟ ରେ ତାଲିମ ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ ଜୁରୀ ମାନଙ୍କ ଦ୍ୱାରା ମନୋନୀତ କୃତୀ ପ୍ରତିଯୋଗୀମାନେ ଫାଇନାଲ ରାଉଣ୍ଡ ରେ ଭାଗ ନେଇଥିଲେ।

ଅନୁଷ୍ଠାନର ମୁଖ୍ୟ ଉମାଶଙ୍କର ଦାସ ଏବଂ ସହଯୋଗୀ ମୁଖ୍ୟ ଅନିତା ମଣ୍ଡଳଙ୍କ ସହଯୋଗ ରେ ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ଏନ ଏ ସି ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ଆଇନଜୀବି ଚନ୍ଦ୍ର ଶେଖର ରେଡି, ଜୁରୀ ମେମ୍ବର ଡକ୍ଟର ସୁନିତା ୱାଧବନ, ସୁଧା ଚାନ୍ଦିନୀ ଖଟରୀ, ଡକ୍ଟର ଭୁବନେଶ୍ୱରୀ ଦେୱାନୀଗନ ଉଦଘାଟନ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମ ର ଭୁୟସୀ ପ୍ରଶଂସା କରିବା ସହ ଏହାକୁ ବ୍ୟାପକ କରିବା ପାଇଁ ମତ ପୋଷଣ କରିଥିଲେ। ଉଦଘୋଷକ ଶୁଭଜିତ ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ୨ଟି ଭାଗରେ ବିଭକ୍ତ କରାଯାଇଛି। ରାଣୀ ଏବଂ ଦିବ୍ୟାଙ୍ଗ ମାନଙ୍କ ପାଇଁ ଶ୍ରୀଶକ୍ତି।

ଛତ୍ରପୁର ଜେମ୍ସ ଅଫ ଓଡିଶା ଇଣ୍ଡିଆ ୨୦୨୫ ତାମ୍ପରା
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026
Latest News

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.