Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ରଯାନ-2ର ପ୍ରଥମ ଫଟୋ ସେୟାର କଲା ଇସ୍ରୋ
ଆଜିର ଖବର

ଚନ୍ଦ୍ରଯାନ-2ର ପ୍ରଥମ ଫଟୋ ସେୟାର କଲା ଇସ୍ରୋ

August 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ମହାକାଶ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଚନ୍ଦ୍ରଯାନ-2 ଦ୍ବାରା ଉତ୍ତୋଳନ କରାଯାଇଥିବା ପ୍ରଥମ ଫଟୋ ସେୟାର କରାଯାଇଛି । ଇସ୍ରୋର ଅଫିସିଆଲ୍‌ ଟ୍ବିଟ୍ଟର ହ୍ୟାଣ୍ଡେଲରୁ ଏହି ଫଟୋ ସେୟାର କରାଯାଇଛି । ଚନ୍ଦ୍ରଯାନ-2ର ଲ୍ୟାଣ୍ଡର ବିକ୍ରମ ପୃଥିବୀ ପୃଷ୍ଠର ପ୍ରଥମ ଫଟୋ ଉଠାଇ ସେୟାର କରିଛି । ଏଲ୍‌ ଆଇ-4 କ୍ୟାମେରାର ବ୍ୟବହାରରେ ଅଗଷ୍ଟ 3, 2019ରେ ରାତି 11ଟା ସମୟରେ ଏହି ଫଟୋ ଉଠଯାଇଥିଲା । ବିଭିନ୍ନ ଉଚ୍ଚତାରୁ ନିଆଯାଇଥିବା ଫଟୋ ମଧ୍ୟ ଇସ୍ରୋ ସେୟାର କରିଛି । ପୃଥିବୀ ପୃଷ୍ଠରୁ 2450 କିମି, 3200 କିମି, 4100 କିମି, 4700 କିମି ଏବଂ 5000 କିମି ଉଚ୍ଚତାରୁ ନିଆଯାଇଥିବା ବିଭିନ୍ନ ଫଟୋ ସେୟାର କରାଯାଇଛି । ଏହା ସହିତ ଚନ୍ଦ୍ରଯାନ -2ର ସମସ୍ତ ବ୍ୟବସ୍ଥା ସଠିକ୍‌ ଭାବରେ ପରିଚାଳିତ ହେଉଛି ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026
Latest News

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.