Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»19 ବର୍ଷରୁ କମ୍ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟ : ଇଂଲଣ୍ଡକୁ ପରାସ୍ତ କଲା ଭାରତ
ଆଜିର ଖବର

19 ବର୍ଷରୁ କମ୍ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟ : ଇଂଲଣ୍ଡକୁ ପରାସ୍ତ କଲା ଭାରତ

August 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇଂଲଣ୍ଡ 19 ବର୍ଷରୁ କମ୍‌ କ୍ରିକେଟ୍‌ ଦଳକୁ 1 ଓ୍ବିକେଟ୍‌ରେ ପରାସ୍ତ କରିଛି ଭାରତୀୟ ଦଳ । ଚେଲ୍‌ମସଫୋର୍ଡରେ ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଥିଲା । ଭାରତ ପକ୍ଷରୁ ପୂର୍ଣ୍ଣାଙ୍କ ତ୍ୟାଗୀ 33 ରନ୍‌ ବିନିମୟରେ 5ଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଫଳରେ ଇଂଲଣ୍ଡ 204 ରନ୍‌ରେ ସମସ୍ତ ଓ୍ବିକେଟ୍‌ ହରାଇଥିଲା । ଜର୍ଜ ହିଲ୍‌ 62 ବଲ୍‌ରୁ ସର୍ବାଧିକ 46 ରନ୍‌ ସଂଗ୍ରହ କରିଥିଲେ । ଜବାବରେ ଓପ୍‌ନର ତଥା ଅଧିନାୟକ ଯଶଶ୍ବୀ ଜୟସ୍ବାଲଙ୍କ 82 ବଲ୍‌ 78 ରନ୍‌ ବିନିମୟରେ ଭାରତ 36.3 ଓଭରରେ 9 ଓ୍ବିକେଟ୍‌ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026
Latest News

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.