Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ନେତା ତଥା ସାହିତ୍ୟିକ ଶଙ୍କର ପରିଡାଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା
ଆଜିର ଖବର

ବିଜେପି ନେତା ତଥା ସାହିତ୍ୟିକ ଶଙ୍କର ପରିଡାଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

October 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପି ନେତା
ବିଜେପି ନେତା ତଥା ସାହିତ୍ୟିକ ଶଙ୍କର ପରିଡାଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

ଭୁବନେଶ୍ବର: ବିଜେପିର ବରିଷ୍ଠ ନେତା ତଥା ସାହିତ୍ୟିକ ଶଙ୍କର ପରିଡାଙ୍କ ଆଜି ପରଲୋକ ଘଟିଛି। ସେ ଫୁସଫୁସ କର୍କଟ ରୋଗରେ ପିଡିତ ହୋଇ ଭୁବନେଶ୍ବର ଏମ୍ସ ରେ ଚିକିତ୍ସିତ ହେଉଥିଲେ। ହେଲେ ତାଙ୍କର ରୋଗ ଚତୁର୍ଥ ପର୍ଯ୍ୟାୟକୁ ଆସିଯାଇଥିବାରୁ ତାଙ୍କୁ ବଞ୍ଚାଇବା ସମ୍ଭବ ହୋଇପାରି ନ ଥିଲା। ପୂର୍ବରୁ ସେ ଏହି ରୋଗର ଚିକିତ୍ସା ପାଇଁ ମୁମ୍ବାଇସ୍ଥିତ ଟାଟା ମେମୋରିଆଲ ହସପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରୁ ଭଲ ହୋଇ ଫେରିଥିଲେ ମଧ୍ୟ ଏହି ରୋଗ ପୁଣି ବାହାରିଥିଲା। ଫଳରେ ସେ ପ୍ରଥମେ ଭୁବନେଶ୍ବରର କ୍ୟାପିଟାଲ ହସପିଟାଲ ଏବଂ ପରେ ଏମ୍ସରେ ଭର୍ତ୍ତି ହୋଇଥିଲେ।

ଶଙ୍କର ପରିଡା ଯୁବ ସାହିତ୍ୟିକ ତଥା ସାମ୍ବାଦିକ ମହଲରେ ବେଶ ପରିଚିତ ବ୍ୟକ୍ତିତ୍ବ। ସେେ ବିଜେପି ରାଜନୀତିରେ ଥିଲେ ସତ ହେଲେ ସେ ଜଣେ ସାହିତ୍ୟିକ ତଥା ସଂଗଠକ ଭାବେ ତାଙ୍କୁ ଭୁବନେଶ୍ବରର ସମସ୍ତେ ଅବଗତ। ପୁରୀ ମୁନିସିପାଲଟିର ଅଧ୍ୟକ୍ଷ ହୋଇଥିଲେ। ଏହାପରେ ତାଙ୍କୁ ବିଜେପି 2009 ମସିହାରେ ନିମାପଡାରୁ ଟିକେଟ ଦେଇଥିଲା। ସେତେବେଳେ ପ୍ରଭାତୀ ପରିଡା ସେଠାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନରେ ଲଢେଇ କରିଥିଲେ। ତେବେ ବିଜେଡି ପ୍ରାର୍ଥୀ ସମୀର ରଂଜନ ଦାସ ବିଜୟ ଲାଭ କରିଥିଲେ। ନିକଟରେ ତାଙ୍କର କବିତା ପୁସ୍ତକ ଚିତ୍ରାକ୍ଷର ପ୍ରକାଶ ପାଇଥିଲା।

Sankar Parida ଶଙ୍କର ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.