Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ୧୨ ଯାଏଁ ସୁଭଦ୍ରା ଶକ୍ତି ମେଳା: ଜାଣନ୍ତୁ କାର୍ଯ୍ୟକ୍ରମ
ଆଜିର ଖବର

ଆସନ୍ତାକାଲିଠାରୁ ୧୨ ଯାଏଁ ସୁଭଦ୍ରା ଶକ୍ତି ମେଳା: ଜାଣନ୍ତୁ କାର୍ଯ୍ୟକ୍ରମ

October 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Prabhati Parida holds press meet on Shubhadra Shakti Mela
Prabhati Parida holds press meet on Shubhadra Shakti Mela

ଭୁବନେଶ୍ଵର: ଆସନ୍ତା ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡିଆରେ ସୁଭଦ୍ରା ଶକ୍ତି ମେଳା ଅନୁଷ୍ଠିତ ହେବ। ଏ ସମ୍ପର୍କରେ ଆଜି ଭୁବନେଶ୍ୱରଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗଣମାଧ୍ୟମକୁ ବିସ୍ତୃତ ସୂଚନା ଦେଇଛନ୍ତି। ମେଳାରେ ସବୁ ଜିଲ୍ଲାରୁ ୩୦୦ରୁ ଊର୍ଦ୍ଧ୍ୱ ମହିଳା ଗୋଷ୍ଠୀ ଭାଗନେଇ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ପ୍ରଦର୍ଶନ ଓ ବିପଣନ କରିବେ। ମେଳାରେ ୫୦ଟି ଖାଦ୍ୟ ଷ୍ଟଲର ବ୍ୟବସ୍ଥା ରହିଛି।

ଏଥିରେ ୧୧ଟି ରାଜ୍ୟର ନିମନ୍ତ୍ରିତ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଯୋଗଦେଇ ନିଜ ନିଜ ରାଜ୍ୟର ଉତ୍କୃଷ୍ଟ ଉତ୍ପାଦ ପ୍ରଦର୍ଶନ କରିବେ। ୧୨ ଦିନ ଧରି ଚାଲିବାକୁ ଥିବା ଏହି ମେଳାରେ ଓଡିଶାର ସଂସ୍କୃତି, ନାରୀ ଶକ୍ତି ଓ ପାରମ୍ପରିକ ଖାଦ୍ୟର ଅନୁପମ ସଙ୍ଗମ ହେବ ବୋଲି ଶ୍ରୀମତି ପରିଡା କହିଛନ୍ତି।

ସଂସ୍କୃତିକ କାର୍ଯ୍ୟକ୍ରମ ସହିତ ପ୍ରଥମ ଥର ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ପୋଷାକର ଫ୍ୟାସନ ଶୋ’ ଅନୁଷ୍ଠିତ ହେବ। ଦିନ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ଏହି ମେଳା ଦର୍ଶକଙ୍କ ପାଇଁ ଉନ୍ମୁକ୍ତ ରହିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Prabhati Parida Shubhadra Shakti Mela
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Latest News

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.