Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରନିକ୍ କିଡିନୀ ରୋଗର ପ୍ରତିରୋଧ ଓ ନିୟନ୍ତ୍ରଣ ସମ୍ପର୍କରେ ଟେକନିକାଲ କମିଟି ବୈଠକ
ଆଜିର ଖବର

କ୍ରନିକ୍ କିଡିନୀ ରୋଗର ପ୍ରତିରୋଧ ଓ ନିୟନ୍ତ୍ରଣ ସମ୍ପର୍କରେ ଟେକନିକାଲ କମିଟି ବୈଠକ

October 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Health Department holds technical meet on situational analysis of CKD
Health Department holds technical meet on situational analysis of CKD

ଭୁବନେଶ୍ଵର: ଓଡ଼ିଶାର ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶାଳୟରେ କ୍ରନିକ୍ କିଡିନୀ ରୋଗ (CKD)ର ପ୍ରତିରୋଧ ଓ ନିୟନ୍ତ୍ରଣ ସମ୍ପର୍କରେ ଟେକନିକାଲ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟସ୍ତରୀୟ ସିକେଡି ସର୍ଭିଲାନ୍ସ ସିଷ୍ଟମ ଗଠନ, ଜନ ଜାଗରଣ ଓ ସ୍କ୍ରିନିଂ କ୍ୟାମ୍ପ, ପଞ୍ଜିକରଣ, ବିଶେଷଜ୍ଞମାନଙ୍କୁ ଅଧିକ ଗବେଷଣା ନିମନ୍ତେ ପ୍ରେରିତ କରିବା ସହ ସମ୍ପୃକ୍ତ ବିଭାଗଗୁଡିକର ଭୂମିକା ବିଷୟରେ ଗୁରୁତ୍ୱ ଦିଆଯାଇଛି। ସଭାରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ସିକେଡି ବୃଦ୍ଧି ହାର, ପାଣି ଓ ପରିବେଶର ଗୁଣବତ୍ତା, ରୋଗ ନିରୀକ୍ଷଣ ଅବସ୍ଥା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଅଶ୍ଵଥୀ ଏସ. ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଏମଡି ଡକ୍ଟର ବୃନ୍ଦା ଡି., ସ୍ଵତନ୍ତ୍ର ସଚିବ ବିଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

health department technical meet କିଡିନୀ ରୋଗ ଟେକନିକାଲ କମିଟି ବୈଠକ ପ୍ରତିରୋଧ ଓ ନିୟନ୍ତ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

January 31, 2026

ହାରିବା ସତ୍ତ୍ୱେ ୨୦୨୬ WPL ର ଏଲିମିନେଟରରେ ପହଞ୍ଚିପାରିବ ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ ଗଣିତ

January 31, 2026
Latest News

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

କଂଗ୍ରେସ, ବାମପନ୍ଥୀ, ନା ବିଜେପି?: କେରଳରେ ଲୋକସଭା ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

January 31, 2026

ହାରିବା ସତ୍ତ୍ୱେ ୨୦୨୬ WPL ର ଏଲିମିନେଟରରେ ପହଞ୍ଚିପାରିବ ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ ଗଣିତ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.