Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର
ଆଜିର ଖବର

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର
ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

ରେଢ଼ାଖୋଲ (କନ୍ଦର୍ପ ବେହେରା): ଆଜି ଭୋରରୁ ଚାରମାଳ ନିକଟ ବରହମପୁରା ଗ୍ରାମ ନିକଟରୁ ଏକ ବୋଲେରୋ ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି ବନ ବିଭାଗ। ଏଥିରେ ସମ୍ପୃକ୍ତି ଥିବା ଚୋରା ବେପାରୀ ମାନେ ବନ ବିଭାଗକୁ ଚକମା ଦେଇ ଫେରାର ହେବାରେ ସକ୍ଷମ ହୋଇଛନ୍ତି।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ଆଜି ଚାରମାଳ ରେଞ୍ଜ ଅଧିନସ୍ଥ ବରହମପୁରା ଗ୍ରାମ ନିକଟରେ ବନବିଭାଗ ପେଟ୍ରୋଲିଙ୍ଗ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ଏକ ପିକଅପ ଭ୍ୟାନଙ୍କୁ ଅଟକାଇଥିଲେ। ହେଲେ ଏଥିରେ ସାମିଲ ଥିବା ସମସ୍ତ ଚୋରା ବେପାରୀ ବିନବିଭାଗକୁ ଚକମା ଦେଇ ଫେରାର ହେବାରେ ସକ୍ଷମ ହୋଇ ଥିଲେ। ବନ ବିଭାଗ ଗାଡ଼ିରୁ୧୮୦ ବଣ୍ଡଲ ୯.୩୬ କ୍ଵିଣ୍ଟାଲ କେନ୍ଦୁପତ୍ର ଜବତ କରିଥିଲା। ବନ ବିଭାଗ କେନ୍ଦୁ ପତ୍ର ଜବତ କରୁଥିଲେ ମଧ୍ୟ ଚୋରା ବେପାରୀମାନେ କେମିତି ଫେରାର ହେବାରେ ସକ୍ଷମ ହେଉଛନ୍ତି ସାଧାରଣରେ ଚର୍ଚ୍ଚା ହେଉଛି।

ଏହି ଚଢ଼ାଉରେ ଚରମାଳ ରେଞ୍ଜ ଅଧିକାରୀ ଦର୍ଶନିଆ ଭୋଇ, ଫରେଷ୍ଟର ତଥା ଅନ୍ୟ କର୍ମଚାରୀ ମାନେ ସାମିଲ ହୋଇଥିଲେ।

କେନ୍ଦୁପତ୍ର ଜବତ ଚାରମାଳ ବରହମପୁରା ଗ୍ରାମ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ: ପୋଲିସର ତଦନ୍ତ ଆରମ୍ଭ

February 13, 2026

ଭାରତ ବିରୋଧୀ ମୌଲାନା ମାମୁନାଲ୍ ହକ୍‌ଙ୍କ ପରାଜୟ: ତାରିକ ରହମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026
Latest News

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ: ପୋଲିସର ତଦନ୍ତ ଆରମ୍ଭ

February 13, 2026

ଭାରତ ବିରୋଧୀ ମୌଲାନା ମାମୁନାଲ୍ ହକ୍‌ଙ୍କ ପରାଜୟ: ତାରିକ ରହମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.