Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜେଇ ବିକ୍ରି ପାଇଁ ଉଦ୍ୟମ ବେଳେ ମାଡ଼ି ବସିଲା ଅବକାରୀ: ୨ ଗିରଫ
ଆଜିର ଖବର

ଗଞ୍ଜେଇ ବିକ୍ରି ପାଇଁ ଉଦ୍ୟମ ବେଳେ ମାଡ଼ି ବସିଲା ଅବକାରୀ: ୨ ଗିରଫ

November 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ଗଞ୍ଜେଇ ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ରେଢ଼ାଖୋଲ ଅବକାରୀ ବିଭାଗ ଚଢାଉ କରି ୧୨୯ କେଜି ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରଛି ଏବଂ ଜଣେ ଫେରାର ଥିବା ଅବକାରୀ ବିଭାଗ ପ୍ରକାଶ କରିଛି। ରେଢ଼ାଖୋଲ ଥାନା ଘୋଷରାମାଲ ପଞ୍ଚାୟତର ରେଙ୍ଗାଲମୁଣ୍ଡା ପଡାରେ ଏଭଳି ଘଟଣା ଘଟିଛି।

ଅବକାରୀ ବିଭାଗ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି ଯେ, ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ନାକଟିଦେଉଳ ବ୍ଲକର ଘୋଷରାମାଳ ପଂଚାୟତର ରେଙ୍ଗାଲାମୁଣ୍ଡା ପଡାରେ ବାହାରକୁ ଗଞ୍ଜେଇ ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ରେଢ଼ାଖୋଲ ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଘୋଷରାମାଳ ଗ୍ରାମର ରେଙ୍ଗାଲାମୁଣ୍ଡା ପଡାରେ ଚଢ଼ାଉ କରି ୧୨୯ କେଜି ଗଞ୍ଜେଇ ଜବତ କରିଥିଲେ। ଏଥିରେ ସମ୍ପୃକ୍ତି ଥିବା ଘୋଷରାମାଳ ଗ୍ରାମର ପପୁନ ରାଉଳ (୨୪) ଓ ଗଗନ ରାଉଳ (୫୦) ଙ୍କୁ ଅବକାରୀ ବିଭାଗ ଗିରଫ କରିଥିବା ବେଳେ ଏଥିରେ ସମ୍ପୃକ୍ତି ଥିବା ଘୋଷରାମାଳ ଗ୍ରାମର ମୁଖ୍ୟ ଅଭିଯୁକ୍ତ ସ୍ୱାଧୀନ ରାଉଳ (୩୦) ଫେରାର ଥିବା ଅବକାରୀ ବିଭାଗ ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି। ଗିରଫ ଅଭିଯୁକ୍ତ ଦ୍ବୟଙ୍କୁ ଆଜି କୋର୍ଟ ଚାଲାଣ କରିଥିବା ଅବକାରୀ ବିଭାଗ ପ୍ରକାଶ କରଛି।

ଅବକାରୀ ବିଭାଗ ଗଞ୍ଜେଇ ଜବତ ମୁଖ୍ୟ ଅଭିଯୁକ୍ତ ଫେରାର ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Latest News

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 24, 2026

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.