Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଘଟି ୯ ଭକ୍ତଙ୍କ ମୃତ୍ୟୁ; ମୁଖ୍ୟମନ୍ତ୍ରୀ ନାଇଡୁଙ୍କ ଦୁଃଖ ପ୍ରକାଶ
ଆଜିର ଖବର

ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଘଟି ୯ ଭକ୍ତଙ୍କ ମୃତ୍ୟୁ; ମୁଖ୍ୟମନ୍ତ୍ରୀ ନାଇଡୁଙ୍କ ଦୁଃଖ ପ୍ରକାଶ

November 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଘଟି ୯ ଭକ୍ତଙ୍କ ମୃତ୍ୟୁ; ମୁଖ୍ୟମନ୍ତ୍ରୀ ନାଇଡୁଙ୍କ ଦୁଃଖ ପ୍ରକାଶ
ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଘଟି ୯ ଭକ୍ତଙ୍କ ମୃତ୍ୟୁ; ମୁଖ୍ୟମନ୍ତ୍ରୀ ନାଇଡୁଙ୍କ ଦୁଃଖ ପ୍ରକାଶ

ନୂଆଦିଲ୍ଲୀ: ଏକାଦଶୀ ଅବସରରେ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର କାଶିବୁଗାରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକ ବଡ ଅଘଟଣ ଘଟିଛି। ମନ୍ଦିର ପରିସରରେ ଦଳାଚକଟା ଘଟି ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, କାର୍ତ୍ତିକ ମାସରେ ଦର୍ଶନ ପାଇଁ ମନ୍ଦିରରେ ବହୁ ସଂଖ୍ୟକ ଭକ୍ତ ଆସିଥିଲେ। ଭକ୍ତଙ୍କ ଭିଡ଼ ଏତେ ବଢ଼ି ଯାଇଥିଲା ଯେ, ସ୍ଥାନୀୟ ପ୍ରଶାସନ ଏବଂ ମନ୍ଦିର ପରିଚାଳନା ପରିସ୍ଥିତିକୁ ନିୟନ୍ତ୍ରଣ କରିପାରି ନଥିଲେ। ଯାହା ଫଳରେ ଦଳାଚକଟା ହୋଇଥିଲା। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି, ଏବଂ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଦୁଃଖ ପ୍ରକାଶ

ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ଏହି ଦୁଃଖଦ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, “କାଶିବୁଗାର ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟା ଘଟିବା ଅତ୍ୟନ୍ତ ଦୁଃଖଦ। ଜୀବନହାନି ହୃଦୟ ବିଦାରକ। ମୃତକଙ୍କ ପରିବାର ପ୍ରତି ମୋର ସମବେଦନା ପ୍ରକାଶ କରୁଛି।” ଆହତମାନଙ୍କୁ ତୁରନ୍ତ ଏବଂ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ସ୍ଥାନୀୟ ପ୍ରଶାସନ ଏବଂ ଜନପ୍ରତିନିଧିମାନଙ୍କୁ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ ଏବଂ ପୁନର୍ବାସ ପ୍ରୟାସ ତଦାରଖ କରିବାକୁ କହିଛନ୍ତି। ରାଜ୍ୟ ସରକାର ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ବରିଷ୍ଠ ପୋଲିସ ଏବଂ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛନ୍ତି।

Andhra Pradesh Temple Tragedy chandrababu naidu Srikakulam Stampede
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

January 11, 2026
Latest News

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

January 11, 2026

ବାଣପୁର: ସେଣ୍ଟ ଜାଭିୟର ହାଇସ୍କୁଲ ପକ୍ଷରୁ “ମାଗଣା ହାଟ” ନାମକ ସମାଜ କଲ୍ୟାଣ କାର୍ଯ୍ୟକ୍ରମ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.