Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ
ଆଜିର ଖବର

ରାଜ୍ୟରେ ଚାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ

November 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଚାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ
ରାଜ୍ୟରେ ଚାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶା ପ୍ରଦେଶରେ ଚ଼ାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମ୍ପର୍କରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି ଜାତୀୟ ରାଜପଥ ପ୍ରକଳ୍ପର ସ୍ଥିତି ଯାଞ୍ଚ କରିବା ସହ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବା ନେଇ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରକଳ୍ପ ଗୁଡ଼ିକ ଲାଗି ଆସୁଥିବା ସମସ୍ୟା ଯେପରିକି ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଅନୁମୋଦନ ଏବଂ ପରିବେଶ ମଞ୍ଜୁରୀ ଆଦି କିଭଳି ଶୀଘ୍ର ଦୂର କରାଯାଇ ନିର୍ମାଣ କାର୍ଯ୍ୟକୁ ଆଗେଇ ନେଇହେବ, ସେଥିନେଇ ବିସ୍ତୃତ ଆଲୋଚ଼ନା କରାଯାଇଥିଲା ଏବଂ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଥିବା ଇଣ୍ଡିଆନ ରୋଡ଼ କଂଗ୍ରେସର ଅଧିବେଶନର ପ୍ରସ୍ତୁତି ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।

ଏହି ବୈଠକରେ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ପୂର୍ତ୍ତ ବିଭାଗର ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଇଂ ଲକ୍ଷ୍ମୀକାନ୍ତ ପାଢ଼ୀ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ସ୍ବତନ୍ତ୍ର ସଚିବ ଲିଙ୍ଗରାଜ ଓତ୍ତା, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ମଧୁସ୍ମିତା ସାହୁ, ଦିଗନ୍ତ ରାଉତରାୟ, ସୁରଞ୍ଜନ ପ୍ରଧାନ,ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣର ଆଞ୍ଚଳିକ ଅଧିକାରୀ ବିରେନ୍ଦ୍ର ସିଂହ, ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟର ଆଞ୍ଚଳିକ ଅଧିକାରୀ ସୁନିଲ କୁମାର ପ୍ରମୁଖ ଉପସ୍ଥିତ ଥିଲେ।

ଓଡ଼ିଶା ପ୍ରଦେଶ ନିର୍ମାଣ ଅଗ୍ରଗତି ସମୀକ୍ଷା ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୦ ଯାଏଁ ଗାନ୍ଧୀନଗରରେ ଆୟୋଜିତ ହେବ ଜାତୀୟ ଖଣିଜ ଚିନ୍ତନ ଶିବର- ୨୦୨୬

January 9, 2026

‘ସୋମନାଥ ସ୍ୱାଭିମାନ ପର୍ବ’ରେ ଅଂଶଗ୍ରହଣ ପାଇଁ ଦେଶବାସୀଙ୍କୁ ଅମିତ ଶାହଙ୍କ ନିବେଦନ

January 9, 2026

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026
Latest News

ଜାନୁଆରୀ ୧୦ ଯାଏଁ ଗାନ୍ଧୀନଗରରେ ଆୟୋଜିତ ହେବ ଜାତୀୟ ଖଣିଜ ଚିନ୍ତନ ଶିବର- ୨୦୨୬

January 9, 2026

‘ସୋମନାଥ ସ୍ୱାଭିମାନ ପର୍ବ’ରେ ଅଂଶଗ୍ରହଣ ପାଇଁ ଦେଶବାସୀଙ୍କୁ ଅମିତ ଶାହଙ୍କ ନିବେଦନ

January 9, 2026

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.