Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୫ରେ ହେବାକୁ ଥିବା କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ
ଆଜିର ଖବର

ଆସନ୍ତା ୫ରେ ହେବାକୁ ଥିବା କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ

November 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Cuttack
Cuttack: Bali Yatra awareness van flagged off

କଟକ: ଆଉ ୩ ଦିନ ପରେ ଆରମ୍ଭ ହେବ କଟକ ଐତିହାସିକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଏହି  ସଚେତନତା ରଥକୁ ଶୁଭାରମ୍ଭ କରିଛନ୍ତି।

ଆସନ୍ତା ୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମାଠାରୁ ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା ଆରମ୍ଭ ହୋଇ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସଚେତନତା ରଥ ୧୦ଟି ଉପକୂଳବର୍ତ୍ତୀ ଜିଲ୍ଲା ପରିକ୍ରମା କରି ବାଲିଯାତ୍ରାର ଐତିହ୍ୟ ସଂପର୍କରେ ସଚେତନତା ସୃଷ୍ଟି ସହ ପରିଦର୍ଶକଙ୍କୁ ଆମନ୍ତ୍ରଣ କରିବ।

 

Bali Yatra cuttack କଟକ ବାଲିଯାତ୍ରା ଶୁଭାରମ୍ଭ କଲେ ଜିଲ୍ଲାପାଳ ସଚେତନତା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

କଣ୍ଟେନର ସହିତ ବିପୁଳ ପରିମାଣର ଗୋ ମାଂସ ଜବତ, ଜାତୀୟ ରାଜପଥରୁ ଧରିଲା ବାଣପୁର ପୋଲିସ

November 25, 2025

ଭାରତର ବିକାଶ ଆଭିମୁଖ୍ୟ ସାମ୍ବିଧାନିକ ମୂଲ୍ୟବୋଧ ସହିତ ସମନ୍ୱିତ ହେବା ଆବଶ୍ୟକ: ଅଖିଳ କୁମାର ମିଶ୍ର

November 25, 2025

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ନିୟମିତ ଚଳାଚଳ କରିବ ଉଧନା-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ୍

November 25, 2025

ଶିକ୍ଷକ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା: ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ସ୍କୁଲ କମିଟି

November 25, 2025
Latest News

କଣ୍ଟେନର ସହିତ ବିପୁଳ ପରିମାଣର ଗୋ ମାଂସ ଜବତ, ଜାତୀୟ ରାଜପଥରୁ ଧରିଲା ବାଣପୁର ପୋଲିସ

November 25, 2025

ଭାରତର ବିକାଶ ଆଭିମୁଖ୍ୟ ସାମ୍ବିଧାନିକ ମୂଲ୍ୟବୋଧ ସହିତ ସମନ୍ୱିତ ହେବା ଆବଶ୍ୟକ: ଅଖିଳ କୁମାର ମିଶ୍ର

November 25, 2025

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ନିୟମିତ ଚଳାଚଳ କରିବ ଉଧନା-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ୍

November 25, 2025

ଶିକ୍ଷକ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା: ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ସ୍କୁଲ କମିଟି

November 25, 2025

ଏନପିଏସ, ୟୁପିଏସ ବିରୋଦ୍ଧରେ ଦିଲ୍ଲୀରେ ବିଶାଳ କର୍ମଚାରୀ ସମାବେଶ

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.