Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୫ରେ ହେବାକୁ ଥିବା କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ
ଆଜିର ଖବର

ଆସନ୍ତା ୫ରେ ହେବାକୁ ଥିବା କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ

November 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Cuttack
Cuttack: Bali Yatra awareness van flagged off

କଟକ: ଆଉ ୩ ଦିନ ପରେ ଆରମ୍ଭ ହେବ କଟକ ଐତିହାସିକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଏହି  ସଚେତନତା ରଥକୁ ଶୁଭାରମ୍ଭ କରିଛନ୍ତି।

ଆସନ୍ତା ୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମାଠାରୁ ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା ଆରମ୍ଭ ହୋଇ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସଚେତନତା ରଥ ୧୦ଟି ଉପକୂଳବର୍ତ୍ତୀ ଜିଲ୍ଲା ପରିକ୍ରମା କରି ବାଲିଯାତ୍ରାର ଐତିହ୍ୟ ସଂପର୍କରେ ସଚେତନତା ସୃଷ୍ଟି ସହ ପରିଦର୍ଶକଙ୍କୁ ଆମନ୍ତ୍ରଣ କରିବ।

 

Bali Yatra cuttack କଟକ ବାଲିଯାତ୍ରା ଶୁଭାରମ୍ଭ କଲେ ଜିଲ୍ଲାପାଳ ସଚେତନତା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026

ଛଅ ମାସ ମଧ୍ୟରେ ଏକ ଲକ୍ଷ ନିଯୁକ୍ତି: ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ମାୟାବତୀଙ୍କ ଟାର୍ଗେଟ

August 27, 2026

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା ଦିନ ପାଳିତ ହୋଇଥାଏ ଦୁଇଟି ପର୍ବ: ଜାଣନ୍ତୁ କଣ

August 27, 2026

ଆଜି ରାକ୍ଷୀ ପୂର୍ଣ୍ଣିମା: ଜାଣନ୍ତୁ ରାକ୍ଷୀ ବାନ୍ଧିବା ବେଳେ ଏହି ପାଞ୍ଚୋଟି ସାବଧାନତା

August 27, 2026
Latest News

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026

ଭାରତରେ ବ୍ରିକ୍ସ ଶିଖର ସମ୍ମିଳନୀ: ଥିମ ଜାରି କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

August 27, 2026

ଛଅ ମାସ ମଧ୍ୟରେ ଏକ ଲକ୍ଷ ନିଯୁକ୍ତି: ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ମାୟାବତୀଙ୍କ ଟାର୍ଗେଟ

August 27, 2026

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା ଦିନ ପାଳିତ ହୋଇଥାଏ ଦୁଇଟି ପର୍ବ: ଜାଣନ୍ତୁ କଣ

August 27, 2026

ଆଜି ରାକ୍ଷୀ ପୂର୍ଣ୍ଣିମା: ଜାଣନ୍ତୁ ରାକ୍ଷୀ ବାନ୍ଧିବା ବେଳେ ଏହି ପାଞ୍ଚୋଟି ସାବଧାନତା

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.