Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ବାଣ ଫୁଟାଇଲେ ଶ୍ରୀମୟୀ ମିଶ୍ର, ଶକ୍ତି ନାନୀ ବୋଲି କହି କାହାକୁ କଲେ ଇସାରା ?
ଆଜିର ଖବର

ପୁଣି ବାଣ ଫୁଟାଇଲେ ଶ୍ରୀମୟୀ ମିଶ୍ର, ଶକ୍ତି ନାନୀ ବୋଲି କହି କାହାକୁ କଲେ ଇସାରା ?

November 3, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପୁଣି ବାଣ ଫୁଟାଇଲେ ଶ୍ରୀମୟୀ
ପୁଣି ବାଣ ଫୁଟାଇଲେ ଶ୍ରୀମୟୀ ମିଶ୍ର, ଶକ୍ତି ନାନୀ ବୋଲି କହି କାହାକୁ କଲେ ଇସାରା ?

ଭୁବନେଶ୍ବର: ଆଜି ପୁଣି ଥରେ ନେତ୍ରୀ ଶ୍ରୀମୟୀ ମିଶ୍ର ଆଉ ଏକ ବାଣ ଫୁଟାଇଛନ୍ତି। ଏଥର ସେ ଶକ୍ତି ନାନୀ ବୋଲି କହି ଇସାରା କରିଛନ୍ତି। ତେବେ ସେ ଆଜି ଯାହା ଲେଖିଛନ୍ତି ତାହା ହେଲା

Titanic କୁ ସମ୍ପୂର୍ଣ ବୁଡ଼ାଇବା ପାଇଁ ବିଶ୍ବସ୍ତରୀୟ ଯୋଜନା
ଶୁଣିବାକୁ ମିଳୁଛି ଶକ୍ତି ନାନୀ, କୁଆଡ଼େ ଶକ୍ତି ଗୋଟାଉଛନ୍ତି ଦଳରେ ମିଶି ରାଜ୍ୟସଭା ଯିବା ପାଇଁ। ଆଉ ଏଣ୍ଟ୍ରି ହେଇଗଲେ ପୁଣି ହେବ ନୂଆ ସମୀକରଣ।
କେନ୍ଦ୍ରପଡ଼ାରେ ବାପଘର। ଯେମିତି ଏପର୍ଯ୍ୟନ୍ତ ନୂଆପଡ଼ାରେ ମାମୁଁ ଘର ମିଳୁନି ଠିକ୍ ସେମିତି କେନ୍ଦ୍ରାପଡ଼ାରେ ବାପଘର ଠିକଣା ଖୋଜିବାକୁ ନାନାଦି ଡ୍ରାମା ହେବ। କାରଣ ଯିଏ ଜାମସେଦପୁର ପାଣି ପବନରେ ବଢ଼ିଛି , ସେ ଓଡ଼ିଆଙ୍କ ସ୍ପନ୍ଦନ କଥା ବୁଝିବ କେମିତି। ଇଲେକ୍ସନ୍ କମିଶନ୍ ଯାହାଙ୍କ ଶକ୍ତିରେ ବେଡି ପକାଇଥିଲେ, ସେ ଏବେ କୁଆଡ଼େ ନୂଆ ପରିଚୟ ଅପେକ୍ଷାରେ।
ଅବଶ୍ୟ ବିଭାଗବିହିନ ନାନୀ ସୁଭଦ୍ରା ମାଆ ମାନଙ୍କୁ ଛୁଇଁ ପାରୁନାହାନ୍ତି। କିନ୍ତୁ ନିର୍ବାଚନ ପରେ କୁଆଡେ ବିଜେଡି ଉତ୍ତରାଧିକାରୀ ମୁକୁଟ ପିନ୍ଧିବା ପାଇଁ ଯୋଜନା ଚାଲିଛି ବୋଲି ନୂଆପଡ଼ାରେ ଡେରା ପକାଇଥିବା ତାଙ୍କର କିଛି ହାତଗଣତି ଚାଟୁକାର ଉତ୍ସାହିତ ଅଛନ୍ତି। ହସ୍ପିଟାଲରୁ ଯେଉଁ ଭିଡିଓ ଭାଇରାଲ ହୋଇଥିଲା ସେଥିରେ ଏହି ଚାଟୁକାର ବରିଷ୍ଠ ନେତାମାନେ, ଶକ୍ତିନାନୀଙ୍କ ଚାଟଶାଳୀରେ tuition ହେଉଥିବାର ଦୃଶ୍ୟ ରାଜ୍ୟବାସୀ ଦେଖିଥିଲେ।
ଦେଖାଯାଉ ଓଡ଼ିଶା ଲୋକେ ତାମିଲ ପୁଅକୁ ତ ପ୍ରତ୍ୟାଖ୍ୟାନ କଲେ। ତାମିଲ ପୁଅର ସ୍ତ୍ରୀକୁ କେତେ ଆଦର କରିବେ। ଅବଶ୍ୟ ନବୀନବାବୁ କହିଥିଲେ ରାଜ୍ୟର ଜନତା ତାଙ୍କ ଉତ୍ତରାଧିକାରୀ ନିଜେ ବାଛିବେ। ତାହେଲେ ଏବେ ଶକ୍ତିନାନୀଙ୍କୁ ବିଜେଡିରେ ଏଣ୍ଟ୍ରି ଦେଇ ଉତ୍ତରାଧିକାରୀ ହାଇଜ୍ୟାକ୍ ପ୍ଲାନ୍ କରାଉଛି କିଏ ?
ଏ ପ୍ରଶ୍ନ ନୂଆପଡ଼ାରେ ମୁଖିଆଙ୍କ ଗସ୍ତରୁ ଆରମ୍ଭ ହେବ ବୋଲି ଆଶା। ଯେଉଁ କର୍ମୀମାନେ ଦୀର୍ଘ ଦଶନ୍ଧି ହେଲା ନିଜର ସମୟ ଓ ଶ୍ରମ ଦେଇଛନ୍ତି, ଆଜି ମଧ୍ୟ ଉପନିର୍ବାଚନରେ ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି, ଶେଷରେ ସେମାନେ କ’ଣ ଅଣଓଡିଆ ଦମ୍ପତିଙ୍କ ନିର୍ଦ୍ଦେଶରେ ପରିଚାଳିତ ହେବେ ? ପ୍ରଶ୍ନର ଉତ୍ତର ଓ ବିଚାର ଆପଣମାନଙ୍କ ଉପରେ ଛାଡ଼ିଲି।
ପୁଣି ବାଣ ଫୁଟାଇଲେ ଶ୍ରୀମୟୀ ଶକ୍ତି ନାନୀ ଶ୍ରୀମୟୀ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.