Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଆଇନ ମନ୍ତ୍ରୀଙ୍କୁ‌ କୃତଜ୍ଞତା ଜଣାଇଲେ ଓଏସଇଏଫଡ଼ି ସଂଘ
ଆଜିର ଖବର

ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଆଇନ ମନ୍ତ୍ରୀଙ୍କୁ‌ କୃତଜ୍ଞତା ଜଣାଇଲେ ଓଏସଇଏଫଡ଼ି ସଂଘ

November 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଆଇନ ମନ୍ତ୍ରୀଙ୍କୁ‌ କୃତଜ୍ଞତା ଜଣାଇଲେ ଓଏସଇଏଫଡ଼ି ସଂଘ
ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଆଇନ ମନ୍ତ୍ରୀଙ୍କୁ‌ କୃତଜ୍ଞତା ଜଣାଇଲେ ଓଏସଇଏଫଡ଼ି ସଂଘ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବା ପାଇଁ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ (ଓଏସଇଏଫଡ଼ି) ୨୦୧୭ ମସିହାରୁ ଅଦମ୍ୟ ପ୍ରଚ଼େଷ୍ଟା ଓ ସଂଘର୍ଷ, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ଓଡ଼ିଶା ସରକାରଙ୍କ ସମର୍ଥନରେ ଓଡ଼ିଶା ପ୍ରଦେଶରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେବ ବୋଲି ଓସେପା ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝି, ମାନନୀୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କୁ ଆନ୍ତରିକ ଧନ୍ୟବାଦ୍ ଜ୍ଞାପନ କରୁଛୁ।

ଏହି ଅବସରରେ ଓଡ଼ିଶାର ଅନେକ ଜିଲ୍ଲାର ସଂଘର ନେତୃବୃନ୍ଦ ଆସି ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କୁ ସାକ୍ଷାତ କରି ଧନ୍ୟବାଦ୍ ଜ୍ଞାପନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କୁ ସ୍ବାବଲମ୍ବୀ ଓ ସଶକ୍ତିକରଣ କରିବା ପାଇଁ ଲୋକଙ୍କ ସରକାର ଯେଉଁ ଯୁଗାନ୍ତକାରୀ ଓ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି, ତାହା ଅତ୍ୟନ୍ତ ପ୍ରଶଂସନୀୟ ଓ ଅଭିନନ୍ଦନୀୟ ବୋଲି ସଂଘ ପକ୍ଷରୁ କୁହାଯାଇଛି।

ଏହି ସମ୍ବର୍ଦ୍ଧନା ସମାରୋହରେ ରାଜ୍ୟ ସଭାପତି ସୂର୍ଯ୍ୟକାନ୍ତ ବେହେରା, ସଂପାଦକ ଆୟୁଷ୍ମାନ ଚୌଧୁରୀ, ଉପସଭାପତି ବିଶ୍ବବିଜୟୀ ଦାଶ, କୋଷାଧ୍ୟକ୍ଷ ଅଭିଷେକ ଆଚାର୍ଯ୍ୟ, ଯୁଗ୍ମ ସମ୍ପାଦିକା ଆର୍ଷି ଉପାସନା କର,ସହ-କୋଷାଧ୍ୟକ ପ୍ରିୟବ୍ରତ ରାଉତଙ୍କ ସମେତ ସମସ୍ତ ଜିଲ୍ଲାର ନେତୃମଣ୍ଡଳୀ ମାନେ ଯୋଗ ଦେଇଥିଲେ।

ଓଏସଇଏଫଡ଼ି ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

December 16, 2025

ଆଜି ୧୬ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

December 16, 2025

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025
Latest News

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

December 16, 2025

ଆଜି ୧୬ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

December 16, 2025

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.