Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡ଼ ଏକାଦଶୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼
ଆଜିର ଖବର

ବଡ଼ ଏକାଦଶୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼

November 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଡ଼ ଏକାଦଶୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼
ବଡ଼ ଏକାଦଶୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼

ରଣପୁର: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ହୋଇଆସୁଥିବା ଜଗନ୍ନାଥ ମନ୍ଦିରରେ ମହାକାର୍ତ୍ତିକର ବଡଏକାଦଶୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଦିବାରାତ୍ର ପ୍ରବଳ ମାତ୍ରାରେ ଶ୍ରଦ୍ଧାଳୁମାନଙ୍କ ଭିଡ ଲାଗିଥିବା ଦେଖିବାକୁ ମିଳିଥିଲା।  ଶ୍ରୀକ୍ଷେତ୍ରରେ ଷୋହଳ କଳା ବିଦ୍ୟମାନ ଥିବାବେଳେ ରଣପୁର ରେ ଏକକଳା ଥିବା ହେତୁ ଯେଉଁମାନେ ବଡ ଏକାଦଶୀରେ ଶ୍ରୀକ୍ଷେତ୍ରକୁ ଯାଇପାରୁନାହାନ୍ତି ସେମାନେ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁରରେ ମହାପ୍ରଭୁଙ୍କ ଦର୍ଶନ କରି ସେହି ପୂଣ୍ୟ ଲାଭ କରୁଥିବାର କିମ୍ବଦନ୍ତୀ ରହିଥିବାରୁ ରବିବାର ଦିନତମାମ ରଣପୁର ଜଗନ୍ନାଥ ମନ୍ଦିରରେ ପ୍ରବଳ ମାତ୍ରାରେ ଭିଡ ଲାଗିଥିଲା। ସମଗ୍ର ରଣପୁର ଅଞ୍ଚଳ ସହ ନୟାଗଡ ଓ ଖୋର୍ଦ୍ଧା ଜିଲ୍ଲାରୁ ହଜାର ହଜାର ସଂଖ୍ୟାରେ ଭକ୍ତ ମାନଙ୍କର ସମାଗମ ହୋଇଥିଲା।

ଶନିବାର ରାତ୍ରରୁ ରବିବାର ଦିବାରାତ୍ର ଜଗନ୍ନାଥ ମନ୍ଦିର ସମ୍ମୁଖରେ ହରେକୃଷ୍ଣ ହରେରାମ ନାମକୀର୍ତ୍ତନ ରେ ରଣପୁର ଅଞ୍ଚଳରେ ଏକ ଭାବମୟ ପରିବେଷ ସୃଷ୍ଟି ହୋଇଥିଲା। ଗୀତା ଭବନ ତରଫରୁ ଏହି ନାମକୀର୍ତ୍ତନ ସହ ଶାନ୍ତି ଶୃଙ୍ଖଳାରେ ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଥିଲା। ପ୍ରବଳ ଜନସମାଗମ ହେତୁ ମନ୍ଦିର ସମ୍ମୁଖ ଓ ଆଖପାଖ ଅଞ୍ଚଳରେ ଟ୍ରାଫିକ ସମସ୍ୟା ଲାଗିରହିଥିଲା। ଏହି ସମସ୍ୟାର ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ତରଫରୁ ସେଭଳି କିଛି ସ୍ୱତନ୍ତ୍ର ବ୍ୟବସ୍ଥା ହୋଇନଥିବା ହେତୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା।

ଦ୍ୱିତୀୟ ଶ୍ରୀକ୍ଷେତ୍ର ବଡ଼ ଏକାଦଶୀ ମହାକାର୍ତ୍ତିକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.