Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ୍ଦହେବ ନାହିଁ ରାସନ, ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ଦାଖଲର ଅବଧି
ଆଜିର ଖବର

ବନ୍ଦହେବ ନାହିଁ ରାସନ, ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ଦାଖଲର ଅବଧି

November 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
e-KYC for PDS beneficiaries to continue till December 31, 2025
e-KYC for PDS beneficiaries to continue till December 31, 2025

ଭୁବନେଶ୍ଵର: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପି.ଡ଼ି.ଏସ ହିତାଧିକାରୀଙ୍କ ଅବଗତି ନିମନ୍ତେ ଜଣାଇ ଦିଆଯାଉଅଛି ଯେ, ହିତାଧିକାରୀଙ୍କ ଆଧାର ଭିତ୍ତିକ ଈ-କେ.ୱାଈ.ସି ପ୍ରକ୍ରିୟା ଜାରି ରହିଛି। ଏହା ସମସ୍ତ ୧୧,୮୨୭ ଗୋଟି ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ ଜାରି ରହିଛି।

ଏତଦବ୍ୟତୀତ ଅଦ୍ୟାବଧି ଈ-କେ.ୱାଈ.ସି କରାଇ ନ ପାରିଥିବା ହିତାଧିକାରୀ ମାନଙ୍କୁ ପ୍ରତ୍ୟେକ ମାସର ପି.ଡ଼ି.ଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି। କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଈ-କେ.ୱାଈ.ସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ। ଏହି ପ୍ରକ୍ରିୟା ଆସନ୍ତା ତା.୩୧.୧୨.୨୦୨୫ ପର୍ଯ୍ୟନ୍ତ ଚାଲୁରହିବ।

ଏପର୍ଯ୍ୟନ୍ତ କୌଣସି କାରଣରୁ ଈ-କେ.ୱାଈ.ସି କରାଇ ନ ପାରିଥିବା ହିତାଧିକାରୀ ମାନେ ତା.୩୧.୧୨.୨୦୨୫ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଈ-କେ.ୱାଈ.ସି କରାଇ ପାରିବେ। ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

2025 December 31 E-KYC PDS beneficiaries ଇ-କେୱାଇସି ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.