Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍‌ଏସ୍‌-୦୩ର ସଫଳ ଉତ୍‌କ୍ଷେପଣ
ଆଜିର ଖବର

ଭାରତର ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍‌ଏସ୍‌-୦୩ର ସଫଳ ଉତ୍‌କ୍ଷେପଣ

November 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରୀ ସଞ୍ଚାର ଉପଗ୍ରହ ସିଏମ୍‌ଏସ୍‌-୦୩ର ସଫଳ ଉତ୍‌କ୍ଷେପଣ
ଭାରତର ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍‌ଏସ୍‌-୦୩ର ସଫଳ ଉତ୍‌କ୍ଷେପଣ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍‌ଏସ୍‌-୦୩ର ସଫଳ ଉତ୍‌କ୍ଷେପଣ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)କୁ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଆମର ମହାକାଶ କ୍ଷେତ୍ରର ଆମକୁ ଗର୍ବିତ କରିଚାଲିଛି!
ଭାରତର ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍‌ଏସ୍‌-୦୩ର ସଫଳ ଉତ୍‌କ୍ଷେପଣ ପାଇଁ ଇସ୍ରୋକୁ ଅଭିନନ୍ଦନ।
ଏହା ପ୍ରଶଂସନୀୟ ଯେ, ଆମର ମହାକାଶ ବୈଜ୍ଞାନିକମାନଙ୍କ ଦ୍ୱାରା ପରିଚାଳିତ ଆମ ମହାକାଶ କ୍ଷେତ୍ର ନବାଚାର ଏବଂ ଉତ୍କର୍ଷତାର ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛି। ସେମାନଙ୍କ ସଫଳତା ଜାତୀୟ ପ୍ରଗତିକୁ ଆହୁରି ଆଗକୁ ବଢ଼ାଇଛି ଏବଂ ଅଗଣିତ ଜୀବନକୁ ସଶକ୍ତ କରିଛି।

BJP Ads
ଇସ୍ରୋକୁ ଅଭିନନ୍ଦନ ନରେନ୍ଦ୍ର ମୋଦୀ ସଫଳ ଉତ୍‌କ୍ଷେପଣ ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍‌ଏସ୍‌-୦୩
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
BJP Ads
Latest News

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.