Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଇରୋରେ କାର୍‌ ବୋମା ବିସ୍ଫୋରଣ : 19 ମୃତ, 30 ଆହତ
ଆଜିର ଖବର

କାଇରୋରେ କାର୍‌ ବୋମା ବିସ୍ଫୋରଣ : 19 ମୃତ, 30 ଆହତ

August 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଇରୋରେ ଏକ କାର୍‌ ବୋମା ବିସ୍ଫୋରଣରେ 19 ଜଣଙ୍କ ପ୍ରାଣହାନି ଘଟିଛି । ଇଜିପ୍ଟର ରାଜଧାନୀ କାଇରୋର ନ୍ୟାସନାଲ କ୍ୟାନ୍ସର ଇନଷ୍ଟିଚ୍ୟୁଟ୍‌ ନିକଟରେ ଏହି କାର ବୋମା ବିସ୍ଫୋରଣ ସଙ୍ଗଠିତ ହୋଇଥିଲା । କାର୍‌ ବୋମା ବିସ୍ଫୋରଣରେ ଅନ୍ୟୁନ 19 ଜଣଙ୍କ ପ୍ରାଣହାନି ଘଟିଥିବା ନେଇ ଇଜିପ୍ଟ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୋମବାର ସୂଚନା ପ୍ରଦାନ କରାଯାଇଛି । କ୍ୟାନ୍ସର ଇନଷ୍ଟିଚ୍ୟୁଟ୍‌ ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ଅନ୍ୟ କାର୍‌କୁ ଧକ୍କା ଦେବା ଫଳରେ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣ ପ୍ରଭାବରେ ଅନ୍ୟ କାର୍‌ ଗୁଡିକ ମଧ୍ୟ ଉଡି ଯାଇଥିଲା । ବିସ୍ଫୋରଣ ପରେ ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026

ଆଜିଠାରୁ ଆରମ୍ଭ ହେବ ‘କୋଠା ଓ ଅନ୍ୟାନ୍ୟ ଶ୍ରମିକ’ଙ୍କ ଜାତୀୟ ସମ୍ମିଳନୀ

September 11, 2026

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026
Latest News

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026

ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୭ ଯାଏଁ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ଅଭିଯାନ

September 11, 2026

ଆଜିଠାରୁ ଆରମ୍ଭ ହେବ ‘କୋଠା ଓ ଅନ୍ୟାନ୍ୟ ଶ୍ରମିକ’ଙ୍କ ଜାତୀୟ ସମ୍ମିଳନୀ

September 11, 2026

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.